ଭୁବନେଶ୍ୱର: ରାଜ୍ୟର ଏକମାତ୍ର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପିଜି ବିଭାଗରେ ପାଠ ପଢା ଆରମ୍ଭ ହୋଇଛି। ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇବା ପରେ ଏହି ପାଠପଢା ଆରମ୍ଭ ହୋଇଛି। ପ୍ରଥମ ବ୍ୟାଚ୍ ଛାତ୍ରୀଙ୍କୁ ଜୁନିୟର ଛାତ୍ରୀମାନେ ପାରମ୍ପରିକ ଢଙ୍ଗରେ ସ୍ୱାଗତ ଜଣାଇଛନ୍ତି। ପୂର୍ବରୁ ଏଠାରେ ପଢୁଥିବା ଛାତ୍ରୀଙ୍କ ସହ ଅନ୍ୟ ସ୍ଥାନରେ ପଢୁଥିବା ଛାତ୍ରୀମାନେ ପିଜିରେ ଆଡମିଶନ କରିଛନ୍ତି। ପ୍ରଥମଥର ପାଇଁ ରମାଦେବୀ ବିଶ୍ୱବିଦ୍ୟାଳୟକୁ ଆସିଥିବା ଛାତ୍ରୀମାନେ ବେଶ୍ ଉତ୍ସାହିତ। ପ୍ରଥମ ଦିନରେ ପିଜି ବିଭାଗରେ କ୍ଲାସ୍ ନହୋଇ ଇଣ୍ଡକ୍ସନ୍ ପୋଗ୍ରାମ କରାଯାଇଥିଲା। ପିଜି ଛାତ୍ରୀମାନଙ୍କ ସହ ଅଧ୍ୟାପିକ ଅଧ୍ୟାପିକାମାନେ ଆଲୋଚନା କରିବା ସହ ଅଭିଭାଷଣ ଦେଇଥିଲେ। ଚଳିତବର୍ଷ ୧୦ଟି ବିଭାଗରେ ପିଜି ପାଠ୍ୟକ୍ରମ ଆରମ୍ଭ ହୋଇଛି। ପିଜି ବିଭାଗ ଖୋଲିବା ଦ୍ୱାରା ବିଶ୍ୱବିଦ୍ୟାଳୟକୁ ସ୍ୱତନ୍ତ୍ର ପରିଚୟ ମିଳିବ ବୋଲି କର୍ତ୍ତୃପକ୍ଷ ଆଶା ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଦିନଟିଏ ବଢ଼ିଲା କଟକ ବାଲିଯାତ୍ରା
ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ କଟକ ବାଲିଯାତ୍ରାକୁ ଗୋଟିଏ ଦିନ ବୃଦ୍ଧି କରିଛନ୍ତି।
Sports
ବାରବାଟୀ ଦିନିକିଆ ପାଇଁ କମିଲା ଟିକେଟ ଦର
ରାଜ୍ୟବ୍ୟାପୀ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପରେ ହ୍ରାସ ପାଇଲା ବାରବାଟୀ ଟିକେଟ ଦର। ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍।
Miscellaneous
ରାଜ୍ୟ ସୂଚନା କମିଶନ ଅଧ୍ୟକ୍ଷ ଓ ୪ ସଦସ୍ୟ ନିଯୁକ୍ତି ପାଇଁ ବିଜ୍ଞାପନ, କାର୍ଯ୍ୟରତ ୨ସଦସ୍ୟଙ୍କୁ ନେଇ ସସପେନ୍ସ
ରାଜ୍ୟ ସରକାର ଆଜି ମଙ୍ଗଳବାର ‘ରାଜ୍ୟ ସୂଚନା କମିଶନ’ରେ ୪ଟି କମିଶନର(ସଦସ୍ୟ) ପଦବୀ ପୂରଣ ନିମନ୍ତେ ବିଜ୍ଞାପନ ଜାରି କରିଛନ୍ତି । ଯୋଗ୍ୟ ପ୍ରାର୍ଥୀମାନେ ଡିସେମ୍ବର ୨୪ତାରିଖ ସୁଦ୍ଧା ଆବେଦନ କରିବାକୁ କୁହାଯାଇଛି ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।
Miscellaneous
ବେଦାନ୍ତ ଜମି ଫେରାଇବା ପ୍ରସଙ୍ଗ: ଚାଷୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ କହିଲେ ମନ୍ତ୍ରୀ
ବେଦାନ୍ତ ଜମି ଫେରି ପାଇବା ବଦଳରେ କ୍ଷତିପୂରଣ ରାଶି ଫେରାଇବା ଅଦାଲତଙ୍କ ନିର୍ଦ୍ଦେଶ। ଯଦି ଲୋକେ ନିଜ ଜମି ଫେରିପାଇବା ଲାଗି କ୍ଷତିପୂରଣ ରାଶି ବାଧକ ସାଜେ ତେବେ ସରକାର ଏହା ଉପରେ ବିଚାର କରିବେ କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।