ରମାଦେବୀ ପ୍ରସଙ୍ଗ: ମାଷ୍ଟର କ୍ୟାଣ୍ଟିନରେ ଏବିଭିପିର ବିକ୍ଷୋଭ

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ  ଛାତ୍ରୀଙ୍କୁ ତାଲା ପକାଇବା ଘଟଣାକୁ ନେଇ ଆଜି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ତରଫରୁ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିକ୍ଷୋଭ ବେଳେ ଏବିଭିପି କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ସାମିଲ ହେବାକୁ ଯାଉଥିବା କିଛି ଛାତ୍ରୀଙ୍କୁ ତାଲା ପକାଇ ରଖିଯାଇଥିବା ଅଭିଯୋଗ ହୋଇଥିଲା। ଏହା […]

abvp

abvp

Rakesh Mallick
  • Published: Sunday, 06 December 2015
  • Updated: 06 December 2015, 11:14 AM IST

Sports

Latest News

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ  ଛାତ୍ରୀଙ୍କୁ ତାଲା ପକାଇବା ଘଟଣାକୁ ନେଇ ଆଜି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ତରଫରୁ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିକ୍ଷୋଭ ବେଳେ ଏବିଭିପି କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ସାମିଲ ହେବାକୁ ଯାଉଥିବା କିଛି ଛାତ୍ରୀଙ୍କୁ ତାଲା ପକାଇ ରଖିଯାଇଥିବା ଅଭିଯୋଗ ହୋଇଥିଲା। ଏହା ଅତ୍ୟନ୍ତ ନିନ୍ଦନୀୟ ଘଟଣା ବୋଲି ଏବିଭିପି ପକ୍ଷରୁ କୁହାଯାଇଛି। ତେଣୁ ତୁରନ୍ତ ମୁଖ୍ୟମନ୍ତ୍ରୀଙ୍କ ସମେତ ଉଚ୍ଚଶିକ୍ଷା ମନ୍ତ୍ରୀ ଓ ପୋଲିସ କମିଶନର ଗୃହବନ୍ଦୀ କରାଯାଇଥିବା ଛାତ୍ରୀଙ୍କୁ କ୍ଷମା ମାଗନ୍ତୁ ବୋଲି ଦଳ ପକ୍ଷରୁ ଦାବି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story