କଟକ(ଓଡ଼ିଶା ରିପୋର୍ଟର): କଟକ ରାଣୀହାଟ ମାଳିସାହିକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା CMC। କଟକ ସହରରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟଶ ବଢ଼ି ଚାଲିଥିବା ବେଳେ କଟକ ମହାନଗର ନିଗମ ପକ୍ଷରୁ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି। କଣ୍ଟେନମେଣ୍ଟ ଜୋନ୍ରେ ଗାଡ଼ି ଆତଯାତ ମନା କରାଯାଇଥିବା ବେଳେ ଘରୁ କେହି ବାହାରିବେନି ବୋଲି ନିର୍ଦ୍ଦେଶ ଦିଆଯାଇଛି ।
ସୂଚନାଯୋଗ୍ୟ, କଟକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କଟକ ଜିଲ୍ଲାରେ ଏହି ସଂଖ୍ୟା ୭୦୨ରେ ପହଞ୍ଚିଛି। ସେହିପରି କେବଳ କଟକ ସହରରେ ଲୋକାଲ କେସ୍ ଅଧିକ ବାହାରୁଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଚାଇନାର ନୂଆ ଭାଇରସକୁ ନେଇ ଆତଙ୍କିତ ହୁଅନ୍ତୁନି: ସ୍ୱାସ୍ଥ୍ୟ ବିଭାଗ
ଚୀନରେ କୋରୋନାଠୁ ଆହୁରି ଦ୍ରୁତ ଗତିରେ ବ୍ୟାପୁଛି ନୂଆ ଭାଇରସ୍ HMPV। ହେଲେ ଏହାକୁ ନେଇ ଭାରତରେ ଚିନ୍ତିତ ହେବାର କିଛି ନାହିଁ ବୋଲି କହିଲା ସ୍ୱାସ୍ଥ୍ୟ ବିଭାଗ।
Health
ଚୀନରେ ଆଉ ଏକ ଭୂତାଣୁ ଆତଙ୍କ, ପବନ ବେଗରେ ବ୍ୟାପୁଛି; ହସ୍ପିଟାଲରେ ମିଳୁନି ଜାଗା
ପିଲାଠୁ ବୁଢ଼ା ସମସ୍ତଙ୍କୁ ଏହି ନୂଆ ଭାଇରସ୍ ଆକ୍ରାନ୍ତ କରୁଛି। ହୁ ହୁ ହୋଇ ସଂକ୍ରମଣ ମାମଲା ବୃଦ୍ଧି ପାଇବା ଫଳରେ ହସ୍ପିଟାଲ ଗୁଡ଼ିକ ଭର୍ତ୍ତି ହେଲାଣି। ରୋଗୀ ଚିହ୍ନଟ ପ୍ରକ୍ରିୟା ସହ ଆଇସୋଲେସନ ପ୍ରୋଟକଲକୁ ଅଧିକ କଡ଼ାକଡ଼ି କରିଛନ୍ତି ଚୀନ ସରକାର।
Health
ପ୍ରେସକ୍ରିପସନରୁ ମୁକ୍ତି ଦେବ ‘ଆଭା’ କାର୍ଡ, ଗୋଟିଏ ଆକାଉଣ୍ଟରେ ରହିବ ରୋଗୀର ପୂର୍ବ ଡାଟା
ଖୁବଶୀଘ୍ର ସରକାର ଲାଗୁ କରିବାକୁ ଯାଉଛନ୍ତି ନ୍ୟାସନାଲ ଡିଜିଟାଲ ହେଲଥ ମିଶନ । ଏହି ମିଶନ ଅଧୀନରେ ରୋଗୀଙ୍କୁ ମିଳିବ ଏକ ସ୍ୱତନ୍ତ୍ର କାର୍ଡ।
Health
ଆୟୁଷ୍ମାନ ଭାରତରେ କାହାକୁ କେତେ ଟଙ୍କାର ବୀମା ମିଳିବ?
ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ ଭାରତ ମିଶ୍ରଣରେ ଏହି ସୁବିଧା ମିଳିବ। ୩୦ ହଜାର ହସ୍ପିଟାଲରେ ଏହି ସୁବିଧା ଉପଲବ୍ଧ ହେବ
Health
ଆସିଲା ସାଂଘାତିକ ତଥ୍ୟ: ଗୋଟିଏ ସିଗାରେଟ ନେଉଛି ୨୦ ମିନିଟ ଆୟୁଷ
ଗୋଟିଏ ସିଗାରେଟ ଟାଣିବା ଦ୍ୱାରା ମହିଳାଙ୍କ ଆୟୁଷ ୨୨ ମିନିଟ ଓ ପୁରୁଷମାନେ ୧୭ ମିନିଟ ଆୟୁଷ ହରାଉଛନ୍ତି।