ରସିକିଆ ଶ୍ୱଶୁର ବିରୋଧରେ ବୋହୂ ଆଣିଲା ଅଭିଯୋଗ, ପୁଲିସକୁ ଦେଲେ ଆପତ୍ତିଜନକ ଭିଡିଓ

ପିପିଲି(ଓଡ଼ିଶା ରିପୋର୍ଟର): ବୋହୂକୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ପରେ ଚର୍ଚ୍ଚାକୁ ଆସିଥିବା ପୁରୀ ଜିଲ୍ଲା ପିପିଲି ଅଞ୍ଚଳର ଅଭିଯୁକ୍ତ ଶ୍ୱଶୁରଙ୍କୁ ଅଟକ ରଖିଲା ପୁଲିସ। ତାଙ୍କ ନାଁ ପଞ୍ଚୁ ମଲ୍ଲିକ। ତାଙ୍କୁ ପୁଲିସ ଥାନାକୁ ଆଣି ପଚରାଉଚରା କରୁଛି। ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ଆଣି ଗତକାଲି ପଞ୍ଚୁ ମଲ୍ଲିକଙ୍କ ନାଁରେ ପିପିଲି ଥାନାରେ ଏତଲା ଦେଇଥିଲେ ତାଙ୍କ ବୋହୂ। ନିଜେ ମୋବାଇଲ୍ କ୍ୟାମେରାରେ ସୁଟ୍ କରିଥିବା ଏକ ଆପତ୍ତିଜନକ ଭିଡ଼ିଓକୁ ମଧ୍ୟ ପୁଲିସକୁ ଦେଇଥିଲେ। ତାସହ ଯୌତୁକ […]

987

987

Tapas Behera
  • Published: Monday, 12 August 2019
  • Updated: 12 August 2019, 04:23 PM IST

Sports

Latest News

ପିପିଲି(ଓଡ଼ିଶା ରିପୋର୍ଟର): ବୋହୂକୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ପରେ ଚର୍ଚ୍ଚାକୁ ଆସିଥିବା ପୁରୀ ଜିଲ୍ଲା ପିପିଲି ଅଞ୍ଚଳର ଅଭିଯୁକ୍ତ ଶ୍ୱଶୁରଙ୍କୁ ଅଟକ ରଖିଲା ପୁଲିସ। ତାଙ୍କ ନାଁ ପଞ୍ଚୁ ମଲ୍ଲିକ। ତାଙ୍କୁ ପୁଲିସ ଥାନାକୁ ଆଣି ପଚରାଉଚରା କରୁଛି।

ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ଆଣି ଗତକାଲି ପଞ୍ଚୁ ମଲ୍ଲିକଙ୍କ ନାଁରେ ପିପିଲି ଥାନାରେ ଏତଲା ଦେଇଥିଲେ ତାଙ୍କ ବୋହୂ। ନିଜେ ମୋବାଇଲ୍ କ୍ୟାମେରାରେ ସୁଟ୍ କରିଥିବା ଏକ ଆପତ୍ତିଜନକ ଭିଡ଼ିଓକୁ ମଧ୍ୟ ପୁଲିସକୁ ଦେଇଥିଲେ। ତାସହ ଯୌତୁକ ଜନିତ ନିର୍ଯାତନା ଅଭିଯୋଗ ଆଣି ମହିଳା ଜଣଙ୍କ ଶାଶୂ ସହ ସ୍ୱାମୀ, ଦିଅର ଓ ନଣନ୍ଦଙ୍କ ବିରୋଧରେ ଏତଲା ଦେଇଥିଲେ। ଏନେଇ ପିପିଲି ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story