ବଡ଼ମ୍ବା ନାବାଳିକା ଦୁଷ୍କର୍ମ ଘଟଣା: ଦୋଷୀକୁ ୧୪ ବର୍ଷ ଜେଲ୍‌ ଦଣ୍ଡାଦେଶ

କଟକ (ଓଡ଼ିଶା ରିପୋର୍ଟର): ବଡ଼ମ୍ବା ନାବାଳିକା ଦୁଷ୍କର୍ମ ଘଟଣାରେ ଦୋଷୀ ଆଲୋକ ଦେହୁରୀକୁ ୧୪ ବର୍ଷ ସଶ୍ରମ କାରାଦଣ୍ଡ ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ। ଏହା ସହିତ ୧୦ ହଜାର ଟଙ୍କା ଜୋରିମାନା ଦେବା ପାଇଁ ଦୋଷୀକୁ ନିର୍ଦ୍ଦେଶ ଦିଆଯାଇଛି। ଜୋରିମାନା ଅନାଦେୟ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ କହିଛନ୍ତି। ଏହାବାଦ୍‌ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ଅର୍ଥ ରାଶି ପ୍ରଦାନ ପାଇଁ ଜିଲ୍ଲା ଆଇନସେବା ପ୍ରାଧିକରଣକୁ […]

Jail

Jail

Jitendra Garnayak
  • Published: Friday, 21 January 2022
  • Updated: 21 January 2022, 08:20 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ବଡ଼ମ୍ବା ନାବାଳିକା ଦୁଷ୍କର୍ମ ଘଟଣାରେ ଦୋଷୀ ଆଲୋକ ଦେହୁରୀକୁ ୧୪ ବର୍ଷ ସଶ୍ରମ କାରାଦଣ୍ଡ ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ। ଏହା ସହିତ ୧୦ ହଜାର ଟଙ୍କା ଜୋରିମାନା ଦେବା ପାଇଁ ଦୋଷୀକୁ ନିର୍ଦ୍ଦେଶ ଦିଆଯାଇଛି। ଜୋରିମାନା ଅନାଦେୟ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ କହିଛନ୍ତି। ଏହାବାଦ୍‌ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ଅର୍ଥ ରାଶି ପ୍ରଦାନ ପାଇଁ ଜିଲ୍ଲା ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦିଆଯାଇଛି।

୨୦୧୬ ମସିହା ଫେବ୍ରୁଆରୀ ୧୨ ତାରିଖରେ ଏହି ଦୁଷ୍କର୍ମ ଘଟଣା ଘଟିଥିଲା। ନାବାଳିକାକୁ ଅଭିଯୁକ୍ତ ଅପହରଣ କରି ଆଠ ଦିନ ରଖି ଦୁଷ୍କର୍ମ କରିଥିଲା। ଏ ନେଇ ନାବାଳିକାଙ୍କ ପରିବାର ପକ୍ଷରୁ ବଡ଼ମ୍ବା ଥାନାରେ ଏତଲା ଦିଆଯାଇଥିଲା। ୭ଟି ତଥ୍ୟପ୍ରମାଣ ଓ ୧୯ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଏହି ଦଣ୍ଡାଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story