ବ୍ରହ୍ମପୁର: ୪ ବଳାତ୍କାରୀଙ୍କୁ ୨୦ ବର୍ଷ ଲେଖାଏଁ ଜେଲ୍‌

ବ୍ରହ୍ମପୁର:  ଗଞ୍ଜାମ ଜିଲ୍ଲା ଓ ଦୌରାଜଜ୍‌ ମଳୟ ରଞ୍ଜନ ଦାଶ ଏକ ନାବାଳିକା ଗଣବଳାତ୍କାର ମାମଲାର ବିଚାର କରି ୪ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି।

୨୦୧୩ ଜୁନ ୧୭ ତାରିଖରେ ଗୋଷାଣୀ ନୂଆଗାଁ ଅଞ୍ଚଳରେ ଜଣେ ନାବାଳିକା ଗଣବଳାତ୍କାରରେ ଶିକାର ହୋଇଥିଲା। ନାବାଳିକାଙ୍କୁ ଘାସି ସ୍ୱାଇଁ, ତାଙ୍କ ସାଥୀ ଚିଙ୍କୁ, ପିଙ୍କୁ ଓ ଅରୁଣ ମିଶି ଏକ ନିଛାଟିଆ ସ୍ଥାନରେ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାର କିଛି ଦିନ ପରେ ପୀଡିତା ଜଣକ ଆତ୍ମହତ୍ୟା କରି ଦେଇଥିଲେ। ଏ ନେଇ ଗୋଷାଣୀ ନୂଆଗାଁ ଥାନାରେ ଅଭିଯୋଗ ହେବା ପରେ ପୋଲିସ୍‌ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି। ଜିଲ୍ଲା ଓ ଦୌରାଜଜ୍‌ ଏହି ମାମଲାକୁ ବିଚାର କରି ୪ ଅଭିଯୁକ୍ତଙ୍କୁ ଉପରୋକ୍ତ ରାୟ ଶୁଣାଇଛନ୍ତି।

ଆହୁରି ପଢ଼ନ୍ତୁ

ଆସୁଛି ଆଉ ଏକ ଲଘୁଚାପ, ୫ ଦିନ ଧରି ପ୍ରବଳ ବର୍ଷିବ!

OSAP ଷଷ୍ଠ ବାଟାଲିଅନରେ ୧୬ ଯବାନଙ୍କୁ କରୋନା

ମହାମାରୀ ‘କରୋନା’ ମୃତ୍ୟୁ ପଞ୍ଝାରେ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା!

ରେକର୍ଡ଼ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

‘ଓଟିଭି ବିରୋଧରେ ଲାଗିଥିବା ଦଫା ଗୁଡ଼ିକ ଗ୍ରହଣଯୋଗ୍ୟ ନୁହେଁ’

‘ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳରେ ସଂକ୍ରମିତ ହାର ଅଧିକ’

କୁକୁର ସାମ୍ନାକୁ ଚାଲି ଆସିବାରୁ ଗଛରେ ପିଟି ହେଲା ବୋଲେରୋ!

ଭୁବନେଶ୍ୱରରୁ ୧୬୬ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୬୮ ଲୋକାଲ୍‌ କେସ୍‌

ଲୋକଙ୍କୁ ଡରାଉଛି ଘଡ଼ିଆଲ କୁମ୍ଭୀର

କ୍ରାନ୍ତି ଦିବସରେ ସ୍ୱାଧୀନତା ସଂଗ୍ରାମୀଙ୍କୁ ସମ୍ୱର୍ଦ୍ଧନା

ଗନ୍ଧମାର୍ଦ୍ଦନ ପାହାଡ଼ରେ ନକ୍ସଲ-ଏସ୍‌ଓଜି ମୁହାଁମୁହିଁ

ପଲିଥିନ୍‌ ତଳେ କଟୁଛି ଜୀବନ