ଭଦ୍ରକରେ ଆରମ୍ଭ ହେଲା ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ

ଭଦ୍ରକ(ପାର୍ଥସାରଥୀ ନାୟକ): ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ। ଏଥିରେ ଜ୍ୱର ଓ ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଟେଷ୍ଟର ଘଣ୍ଟାଏ ଭିତରେ ରିପୋର୍ଟ ମିଳିବ। ଏନେଇ ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମହାମାରୀ ‘କରୋନା’ରେ ଆଜି ସୁଦ୍ଧା ଭଦ୍ରକ ଜିଲ୍ଲାରେ ୭୯୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୫ କୋଭିଡ୍‌ ହସ୍ପିଟାଲ୍‌ରେ […]

bhadrak.jpg1

bhadrak.jpg1

Manoranjan Sial
  • Published: Wednesday, 15 July 2020
  • Updated: 15 July 2020, 05:52 PM IST

Sports

Latest News

ଭଦ୍ରକ(ପାର୍ଥସାରଥୀ ନାୟକ): ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ। ଏଥିରେ ଜ୍ୱର ଓ ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଟେଷ୍ଟର ଘଣ୍ଟାଏ ଭିତରେ ରିପୋର୍ଟ ମିଳିବ। ଏନେଇ ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ମହାମାରୀ ‘କରୋନା’ରେ ଆଜି ସୁଦ୍ଧା ଭଦ୍ରକ ଜିଲ୍ଲାରେ ୭୯୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୫ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୨ ଜଣ କରୋନାରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story