ନାବାଳିକା ଦୁଷ୍କର୍ମକାରୀକୁ ଆଜୀବନ ଜେଲ

କଟକ (ଓଡ଼ିଶା ରିପୋର୍ଟର): ୨୦୧୮ ମସିହାରେ ଘଟିଥିବା ନାବାଳିକା ଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। କଟକ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ମାମଲାକୁ ବିଚାର କରି ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ୨୦୧୮ ମସିହା ସେପ୍ଟେମ୍ବର ୧୪ ତାରିଖରେ କଟକ ଚୌଦ୍ଵାର ଥାନା ରାମଚନ୍ଦ୍ରପୁର ଗାଁର ମାୟାଧର ପୂର୍ତ୍ତି ଜଣେ ନାବାଳିକାକୁ ଜଙ୍ଗଲ ଭିତରକୁ ଟେକି ନେଇ ଦୁଷ୍କର୍ମ କରିବାର ଅଭିଯୋଗ ହୋଇଥିଲା। ନାବାଳିକାକୁ ନପାଇ ସାଥୀମାନେ ଖୋଜାଖୋଜି କରି ନିକଟସ୍ଥ ଜଙ୍ଗଲରୁ ଉଦ୍ଧାର କରିଥିଲେ। ଏଥିସହ […]

Judgment

Judgment

Manoranjan Sial
  • Published: Wednesday, 22 June 2022
  • Updated: 22 June 2022, 07:41 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ୨୦୧୮ ମସିହାରେ ଘଟିଥିବା ନାବାଳିକା ଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। କଟକ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ମାମଲାକୁ ବିଚାର କରି ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।

୨୦୧୮ ମସିହା ସେପ୍ଟେମ୍ବର ୧୪ ତାରିଖରେ କଟକ ଚୌଦ୍ଵାର ଥାନା ରାମଚନ୍ଦ୍ରପୁର ଗାଁର ମାୟାଧର ପୂର୍ତ୍ତି ଜଣେ ନାବାଳିକାକୁ ଜଙ୍ଗଲ ଭିତରକୁ ଟେକି ନେଇ ଦୁଷ୍କର୍ମ କରିବାର ଅଭିଯୋଗ ହୋଇଥିଲା। ନାବାଳିକାକୁ ନପାଇ ସାଥୀମାନେ ଖୋଜାଖୋଜି କରି ନିକଟସ୍ଥ ଜଙ୍ଗଲରୁ ଉଦ୍ଧାର କରିଥିଲେ। ଏଥିସହ ପୀଡ଼ିତାଙ୍କ ବୟାନ୍‌ ଆଧାରରେ ଅଭିଯୁକ୍ତକୁ କାବୁ କରିଥିଲେ।

ସେହି ମାସ ୧୭ ତାରିଖରେ ପରିବାର ଲୋକେ ଏନେଇ ଚୌଦ୍ୱାର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୁଲିସ ଅଭିଯୁକ୍ତକୁ ଗିରଫ କରି ଆଇପିସିର ଧାରା ୩୭୬ ଏବଂ ୫୦୬ ତଥା ପୋକ୍ସୋ ଏକ୍ଟର ଧାରା ୬ରେ କୋର୍ଟ ଚାଲାଣ କରିଥିଲା।

ମାମଲାର ପୂର୍ଣ୍ଣାଙ୍ଗ ଶୁଣାଣୀ କରି ୧୭ ଜଣ ସାକ୍ଷୀଙ୍କ ବୟାନ ଓ ୧୧ ଟି ଡକ୍ୟୁମେଣ୍ଟ ଆଧାରରେ ଅଭିଯୁକ୍ତକୁ ଦଣ୍ଡିତ କରିଛନ୍ତି ପୋକ୍ସୋ ଅଦାଲତ। ଏହାସହ ପୀଡ଼ିତାକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣର ଦେବା ପାଇଁ ଜିଲ୍ଲା ଆଇନ୍‌ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story