Advertisment

ଦୁଷ୍କର୍ମକାରୀକୁ ଜେଲ୍‌, ଜରିମାନା

ଧର୍ମଗଡ଼(ଇଙ୍ଗିତ ପଣ୍ଡା): ୧୨ ବର୍ଷ ପରେ ଦୁଷ୍କର୍ମ ମାମଲାରେ ଆସିଲା ରାୟ। ଅଭିଯୁକ୍ତକୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ସହିତ ୧୦ ହଜାର ଟଙ୍କା ଜରିମାନା ଶୁଣାଇଛନ୍ତି ଧର୍ମଗଡ ଅତିରିକ୍ତ ଜିଲ୍ଲା ଦୌରାଜଜ୍‌ ବନ୍ଦନା ମିଶ୍ର। କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅଞ୍ଚଳର ଜଣେ ଯୁବତୀ ବିଲକୁ ପନିପରିବା ତୋଳିବା ପାଇଁ ଯାଇଥିଲେ। ସେହି ସମୟରେ ବୈଷ୍ଣବ ମାଝି ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ଏନେଇ ପୀଡ଼ିତାଙ୍କ ପରିବାର ଲୋକେ ଜୟପାଟଣା ଥାନାରେ ଏତଲା ଦେଇଥିଲେ। […]

ଦୁଷ୍କର୍ମକାରୀକୁ ଜେଲ୍‌, ଜରିମାନା

Judgment

Advertisment

ଧର୍ମଗଡ଼(ଇଙ୍ଗିତ ପଣ୍ଡା): ୧୨ ବର୍ଷ ପରେ ଦୁଷ୍କର୍ମ ମାମଲାରେ ଆସିଲା ରାୟ। ଅଭିଯୁକ୍ତକୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ସହିତ ୧୦ ହଜାର ଟଙ୍କା ଜରିମାନା ଶୁଣାଇଛନ୍ତି ଧର୍ମଗଡ ଅତିରିକ୍ତ ଜିଲ୍ଲା ଦୌରାଜଜ୍‌ ବନ୍ଦନା ମିଶ୍ର।

Advertisment

କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅଞ୍ଚଳର ଜଣେ ଯୁବତୀ ବିଲକୁ ପନିପରିବା ତୋଳିବା ପାଇଁ ଯାଇଥିଲେ। ସେହି ସମୟରେ ବୈଷ୍ଣବ ମାଝି ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ଏନେଇ ପୀଡ଼ିତାଙ୍କ ପରିବାର ଲୋକେ ଜୟପାଟଣା ଥାନାରେ ଏତଲା ଦେଇଥିଲେ। ଅଭିଯୋଗକୁ ଭିତ୍ତିକରି ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା।

ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି। ସମସ୍ତ ସାକ୍ଷୀ ଓ ପ୍ରମାଣ ଆଧାରରେ ଏଡିଜେ ରାୟ ଶୁଣାଇଛନ୍ତି। ଅଭିଯୁକ୍ତ ବୈଷ୍ଣବ ମାଝିକୁ ୧୦ ବର୍ଷ ଜେଲଦଣ୍ଡା ସହିତ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe