ରଥ ଉପରେ ଶ୍ରୀଜୀଉଙ୍କୁ ଦର୍ଶନ କରିବେ ଶଙ୍କରାଚାର୍ଯ୍ୟ

ପୁରୀ: ଆଗାମୀ ରଥଯାତ୍ରା ସମୟରେ ରଥାରୁଢ଼ ଶ୍ରୀଜୀଉଙ୍କ ଦର୍ଶନ କରିବେ ଶଙ୍କରାଚାର୍ଯ୍ୟ। ଆମନ୍ତ୍ରଣ ପାଇବା ପରେ ଶଙ୍କାରାଚାର୍ଯ୍ୟ ରଥଉପରେ ତାଙ୍କ ୬ଜଣ ସହଯୋଗୀଙ୍କୁ ନେଇ ଯିବାକୁ ସହମତି ପ୍ରକାଶ କରିଛନ୍ତି ବୋଲି ପୁରୀ ଗଜପତି ଦିବ୍ୟସିଂହ ଦେବ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ମୁତାବକ ଆଜି ଗଜପତି ମହାରାଜ ଦିବ୍ୟସିଂହ ଦେବ ଗୋବର୍ଦ୍ଧନ ପୀଠକୁ ଯାଇ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଆମନ୍ତ୍ରଣ କରିଥିଲେ।

gajapati and sankrachrjya

gajapati and sankrachrjya

Rakesh Mallick
  • Published: Tuesday, 26 May 2015
  • Updated: 26 May 2015, 09:30 AM IST

Sports

Latest News

sankracharyja ଗଜପତିଙ୍କ ସହ ମନ୍ଦିର ପରିଚାଳନା ସଦସ୍ୟ ଓ ଶ୍ରୀମନ୍ଦିର ପ୍ରଶାସନର କର୍ମକର୍ତ୍ତାମାନେ ଯାଇଥିଲେ। ଗତ ରବିବାର ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ରଥଯାତ୍ରା ସମୟରେ ରଥାରୁଢ଼ ଶ୍ରୀଜୀଉଙ୍କ ଦର୍ଶନ କରିବା ଲାଗି ଶଙ୍କରାଚାର୍ଯ୍ୟଙ୍କୁ ଆମନ୍ତ୍ରଣ ଲାଗି ନିଷ୍ପତି ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story