ପୁରୀ (ମଧୂସୁଦନ ମିଶ୍ର): ପୁରୀ ରଥଯାତ୍ରାର ଅନ୍ତିମ ସମନ୍ୱୟ କମିଟି ବୈଠକ ଘୁଞ୍ଚିଛି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବାର ଥିଲା। ଏହାକୁ ୬ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକକୁ ବର୍ଜନ ଲାଗି ପୋଷ୍ଟର ଜରିଆରେ ଆହ୍ୱାନ ଦେଇଥିଲା ଶ୍ରୀ ଜଗନ୍ନାଥ ସେବାୟତ ସମ୍ମିଳନୀ। ଏହି କାରଣରୁ ବୈଠକ ସମୟ ଘୁଞ୍ଚିଥିବା ଆଲୋଚନା ହେଉଛି।
ସୂଚନାଯୋଗ୍ୟ ଯେ ଗତକାଲି ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ସମନ୍ୱୟ ବୈଠକ ବର୍ଜନ ପାଇଁ ପୋଷ୍ଟର ମରାଯାଇ ଆହ୍ୱାନ ଦିଆଯାଇଥିଲା। ଏହି ପୋଷ୍ଟରରେ ନିଳାଦ୍ରୀ ବିଜେଠାରୁ ଆରମ୍ଭ କରି ରାଷ୍ଟ୍ରପତି ଭବନ ବିବାଦ କଥା ଉଲ୍ଲେଖ ରହିଥିଲା। ପୋଷ୍ଟରରେ ଜିଲ୍ଲାପାଳଙ୍କ ଦ୍ୱାରା ଦମନମୂଳକ କାର୍ଯ୍ୟ ମଧ୍ୟ ଉଲ୍ଲେଖ କରାଯାଇଥିଲା। ଯାହାର ପ୍ରତିବାଦ କରିଥିଲା ସେବାୟତ ସମ୍ମିଳନୀ।
ଅଧିକ ପଢ଼ନ୍ତୁ-ରଥଯାତ୍ରା ସମନ୍ୱୟ ବୈଠକ ବର୍ଜନ: ପୋଷ୍ଟର ମାରି ବିରୋଧ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫୋଟ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Guest Column
ଫେରନ୍ତା ପ୍ରବାସୀଙ୍କୁ ଖୋଲାପତ୍ର
ଏ ରାଜ୍ୟ ଗୋଟିଏ ଚାଷୀ ପ୍ରଧାନ ରାଜ୍ୟ। କିନ୍ତୁ ଏହାର କୃଷକ ପରିବାରର ଆୟ ଏ ପର୍ଯ୍ୟନ୍ତ ମାସିକ ୧୦ ହଜାର ଟଙ୍କା ଛୁଇଁନାହିଁ। ସେହିପରି ଆଦିବାସୀ ପରିବାରର ମାସିକ ଆୟ ୩ ହଜାର ଟଙ୍କା ମଧ୍ୟ ଛୁଇଁନାହିଁ। ଆପଣମାନେ ବିଭିନ୍ନ ଭାବରେ ଅତିଥି ହୋଇ ଆସିଥିଲେ। ଏଣୁ ଏଠାକାର ଆତିଥ୍ୟ ସଂପର୍କରେ ଆପଣଙ୍କୁ ବେଶି କିଛି ଜଣାନଥିବ।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।