ଶ୍ରୀଜିଉଙ୍କ ଦର୍ଶନ ନିମନ୍ତେ ଆଡ଼ପ ମଣ୍ଡପରେ ପ୍ରବଳ ଭିଡ଼

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଭକ୍ତ। ସକାଳେ ଭିତରଚ୍ଛ ମହାପାତ୍ରଙ୍କ ଦ୍ୱାରା ଦ୍ୱାରଫିଟା ନୀତି ଅନୁଷ୍ଠିତ ହେବାପରେ ଦତ୍ତମହାପାତ୍ରଙ୍କ ଦ୍ୱାରା ଅଧରପୋଛା ନୀତି ସମ୍ପନ୍ନ ହୋଇଥିଲା। ପରେ ଶ୍ରଦ୍ଧାଳୁଙ୍କୁ ଶ୍ରୀଗୁଣ୍ଡିଚା ମନ୍ଦିର ଭିତରକୁ ଠାକୁର ଦର୍ଶନ ନିମନ୍ତେ ଛଡ଼ାଯାଇଥିଲା। ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଠାକୁର ଦର୍ଶନ କରିସାରିଥିବା ବେଳେ ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଲାଇନ୍ ଲଗାଇ ଠିଆ ହୋଇଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ […]

Gundicha-Mandir

Gundicha-Mandir

Niranjan Mishra
  • Published: Sunday, 03 July 2022
  • Updated: 03 July 2022, 12:56 PM IST

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଭକ୍ତ। ସକାଳେ ଭିତରଚ୍ଛ ମହାପାତ୍ରଙ୍କ ଦ୍ୱାରା ଦ୍ୱାରଫିଟା ନୀତି ଅନୁଷ୍ଠିତ ହେବାପରେ ଦତ୍ତମହାପାତ୍ରଙ୍କ ଦ୍ୱାରା ଅଧରପୋଛା ନୀତି ସମ୍ପନ୍ନ ହୋଇଥିଲା। ପରେ ଶ୍ରଦ୍ଧାଳୁଙ୍କୁ ଶ୍ରୀଗୁଣ୍ଡିଚା ମନ୍ଦିର ଭିତରକୁ ଠାକୁର ଦର୍ଶନ ନିମନ୍ତେ ଛଡ଼ାଯାଇଥିଲା।

ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଠାକୁର ଦର୍ଶନ କରିସାରିଥିବା ବେଳେ ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଲାଇନ୍ ଲଗାଇ ଠିଆ ହୋଇଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଏଥିନିମନ୍ତେ ବ୍ୟାରିକେଟ୍ କରାଯାଇଛି। ଏହା ଭିତର ଦେଇ ଶ୍ରଦ୍ଧାଳୁମାନେ ଜଣଙ୍କ ପରେ ଜଣେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି। ସୁରକ୍ଷାକୁ ଦୃଷ୍ଟି ଆଗରେ ରଖି ଶ୍ରଦ୍ଧାଳୁଙ୍କୁ ଯାଞ୍ଚ କରି ଭିତରକୁ ଛଡ଼ା ଯାଉଛି।

ତେଣେ ଆଜିଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା। ଏଥିନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିର ରୋଷଘରେ ମହାପ୍ରଭୁଙ୍କ ନିମନ୍ତେ ପ୍ରସାଦ ପ୍ରସ୍ତୁତି ଚାଲିଛି। ଏହା ସମର୍ପଣ ପରେ ମହାପ୍ରସାଦ ହେବ। ଯାହାକୁ ପାଇବା ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିର ଭିତରେ ଡେରା ପକାଇ ବସି ରହିଛନ୍ତି ହଜାର ହଜାର ଭକ୍ତ।

ଗତକାଲି ସନ୍ଧ୍ୟାରେ ଶ୍ରୀଜିଉଙ୍କ ଆଡ଼ପ ମଣ୍ଡପ ବିଜେ ହୋଇଥିଲା। ରଥ ଉପରେ ସନ୍ଧ୍ୟା ଧୂପ ସରିବା ପରେ ଶ୍ରୀଜିଉମାନେ ଗୋଟି ପହଣ୍ଡିରେ ଜନ୍ମବେଦୀକୁ ବିଜେ କରିଥିଲେ। ମହାପ୍ରଭୁଙ୍କ ଆଡ଼ପ ବିଜେ ନୀତି ଦେଖିବା ଲାଗି ପ୍ରବଳ ଜନସମାଗମ ହୋଇଥିଲା। ନବଦିନାଙ୍କ ରଥଯାତ୍ରା ପର୍ବର ଆଜିଠାରୁ ଆଡ଼ପମଣ୍ଡପ ଦିଅଁ ଦର୍ଶନ ଆରମ୍ଭ ହୋଇଛି। ଏଥିନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସିସିଟିଭି ଜରିଆରେ ପୁଲିସ ଓ ଶ୍ରୀମନ୍ଦିର ପ୍ରଶାସନ ସ୍ଥିତି ଉପରେ ନଜର ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story