ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

<p>ପୁରୀ: ଶ୍ରୀଜିଉଙ୍କ ରଥ ନିର୍ମାଣ ଲାଗି ପୁରୀରେ ତୃତୀୟ ପର୍ଯ୍ୟାୟରେ ପହଞ୍ଚିଲା ରଥ କାଠ। &nbsp;ନୟାଗଡ଼ ଜିଲ୍ଲା ଦଶପଲ୍ଲା ବନଖଣ୍ଡରୁ ୨୧ଟି ବିରାଟକାୟ କାଠ ଆସି ପୁରୀରେ ପହଞ୍ଚିଛି।&nbsp; ଏଥିରେ ୮ଟି ଧଉରା କାଠ&nbsp; ଏବଂ ୧୩ଟି ଅସନ କାଠ ରହିଛି।</p> <p>ରଥ ନିର୍ମାଣ ପାଇଁ ଚଳିତବର୍ଷ ପ୍ରଥମଥର ବୌଦ୍ଧରୁ କାଠ ଆସିବ। ଏହି କାଠର ଚିହ୍ନଟ ପ୍ରକ୍ରିୟା ସରିଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଏପ୍ରିଲ ୧୮ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପୁରୀରେ ରଥ ନିର୍ମାଣ କାମ ଅନୁକୁଳ ହେବ।</p>

Ordigital Desk
  • Published: Sunday, 04 March 2018
  • Updated: 04 March 2018, 10:30 AM IST
<p>ପୁରୀ: ଶ୍ରୀଜିଉଙ୍କ ରଥ ନିର୍ମାଣ ଲାଗି ପୁରୀରେ ତୃତୀୟ ପର୍ଯ୍ୟାୟରେ ପହଞ୍ଚିଲା ରଥ କାଠ। &nbsp;ନୟାଗଡ଼ ଜିଲ୍ଲା ଦଶପଲ୍ଲା ବନଖଣ୍ଡରୁ ୨୧ଟି ବିରାଟକାୟ କାଠ ଆସି ପୁରୀରେ ପହଞ୍ଚିଛି।&nbsp; ଏଥିରେ ୮ଟି ଧଉରା କାଠ&nbsp; ଏବଂ ୧୩ଟି ଅସନ କାଠ ରହିଛି।</p><p>ରଥ ନିର୍ମାଣ ପାଇଁ ଚଳିତବର୍ଷ ପ୍ରଥମଥର ବୌଦ୍ଧରୁ କାଠ ଆସିବ। ଏହି କାଠର ଚିହ୍ନଟ ପ୍ରକ୍ରିୟା ସରିଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଏପ୍ରିଲ ୧୮ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପୁରୀରେ ରଥ ନିର୍ମାଣ କାମ ଅନୁକୁଳ ହେବ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos