କରୋନା ପାଇଁ ରାଉରକେଲା ଏନ୍‌ଆଇଟି ଛୁଟି

ରାଉରକେଲା (ଓଡ଼ିଶା ରିପୋର୍ଟର): କରୋନା ମୁକାବିଲା ପାଇଁ ରାଉରକେଲା NITକୁ ଛୁଟି କରି ଦିଆଯାଇଛି। ଦେଶ ବିଦେଶର ସମସ୍ତ ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସ୍ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି କେହି କ୍ୟାମ୍ପସ୍‌ରେ ରହିବାକୁ ଚାହିଁବେ, ତା’ହେଲେ ଅଣ୍ଡରଟେକିଂ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ଗତକାଲି ରାଜ୍ୟ ସରକାର ସ୍କୁଲ୍, କଲେଜ ସମେତ ସମସ୍ତ ଫିଲ୍ମ ହଲ୍‌କୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢୁଥିବାରୁ ସତର୍କତାମୂଳକ ପଦକ୍ଷେପ […]

nit

nit

Jitendra Garnayak
  • Published: Saturday, 14 March 2020
  • Updated: 14 March 2020, 02:55 PM IST

ରାଉରକେଲା (ଓଡ଼ିଶା ରିପୋର୍ଟର): କରୋନା ମୁକାବିଲା ପାଇଁ ରାଉରକେଲା NITକୁ ଛୁଟି କରି ଦିଆଯାଇଛି। ଦେଶ ବିଦେଶର ସମସ୍ତ ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସ୍ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି କେହି କ୍ୟାମ୍ପସ୍‌ରେ ରହିବାକୁ ଚାହିଁବେ, ତା’ହେଲେ ଅଣ୍ଡରଟେକିଂ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଗତକାଲି ରାଜ୍ୟ ସରକାର ସ୍କୁଲ୍, କଲେଜ ସମେତ ସମସ୍ତ ଫିଲ୍ମ ହଲ୍‌କୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢୁଥିବାରୁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସରକାର ଏଭଳି ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos