ରାୟଗଡ଼ା: ଦୁର୍ଘଟଣାରେ ବାଇକ୍‌ ଆରୋହୀ ମୃତ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଟିକିରି ଥାନା ଅନ୍ତର୍ଗତ କାଳିଆଗୁଡ଼ାଠାରେ ଦୁର୍ଘଟଣାରେ ବାଇକ୍‌ ଆରୋହୀ ବିଭିଷଣ ନାୟକଙ୍କ ମୃତ୍ୟୁ ହୋଇଛି। ଆଜି ବିଭିଷଣ ଟିକିରି ହାଟରୁ କିଣାକିଣି କରି ବାଇକ୍‌ରେ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ଟିକିରି ଆଲୁମିନା ରାସ୍ତାରୋକ କରିଥିଲେ। ଫଳରେ ଗାଡ଼ି ଚଳାଚଳ ବ୍ୟାହତ ହୋଇଥିଲା।

rayagada

rayagada

Rakesh Mallick
  • Published: Wednesday, 12 October 2016
  • Updated: 12 October 2016, 01:15 PM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story