ରାୟଗଡ଼ା: ଭାରସାମ୍ୟ ହରାଇ ସ୍କୁଲ କାନ୍ଥରେ ପିଟି ହେଲା ବସ୍; ଜଣେ ମୃତ, ୨୨ ଆହତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କୋତାପେଟା ଗାଁ ନିକଟରେ ଥିବା ପ୍ରାଥମିକ ବିଦ୍ୟାଳୟ କାନ୍ଥରେ ବସ୍‌ଟି ଭାରସାମ୍ୟ ହାରାଇ ବାଡ଼େଇ ହେବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨୨ ଜଣ ଆହତ ହୋଇଛନ୍ତି। ମୃତ ମହିଳା ହେଲେ ବିଜାପୁର ଗାଁର ହାରବତୀ ଭତରା। ଆହତମାନଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭର୍‌କୁ ଗିରଫ କରିଛି। ବସ୍‌ଟି ଉମରକୋଟରୁ ବ୍ରହ୍ମପୁର ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଆହୁରି ପଢ଼ନ୍ତୁ

ଓଡ଼ିଆ ସାମ୍ବାଦିକଙ୍କ ମୁଣ୍ଡ ନେଲା କରୋନା

ବଲାଙ୍ଗିରରେ ଚାଞ୍ଚଲ୍ୟ, ଟ୍ରାକ୍ଟର ଭଡ଼ା ପାଇଁ ଡବଲ୍‌ ମର୍ଡର!

ରତ୍ନସିଂହାସନରୁ ପଦ୍ମପାଖୁଡ଼ା ଗାଏବ ଘଟଣାରେ ASIକୁ ରିପୋର୍ଟ ମାଗିଲା ଶ୍ରୀମନ୍ଦିର ପ୍ରଶାସନ

୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

୬ ମାସ ପାଇଁ ରାଜନୀତିକ ଖସଡ଼ା ପ୍ରସ୍ତୁତ କଲା ରାଜ୍ୟ ବିଜେପି

ଜୁଲାଇରେ ରକ୍ତମୁଖା ସାଜିଛି କରୋନା

ମୋ ଜ୍ୱାଇଁ ଖାଇବେ ୬୭ ପ୍ରକାର ଆଇଟମ୍‌

ମହାମାରୀରେ ମହାଯଜ୍ଞ, ନାଏବ ସରପଞ୍ଚଙ୍କ ସହ ୧୧ ଗିରଫ

ଭଉଣୀଙ୍କ ଅଭିଯୋଗର ଜବାବ ରଖିଲେ ଭଉଣୀ

ଆରୋଗ୍ୟ ହେଲେ ୩୮୮ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ସମଲିଙ୍ଗୀ ସମ୍ପର୍କକୁ ନେଇ ସାଂଘାତିକ୍‌ ଅଭିଯୋଗ ଆଣିଲେ ଦୂତୀ

ସଙ୍ଗରୋଧ କେନ୍ଦ୍ରରେ ଯୁବତୀଙ୍କ ସହ ସେଲ୍‌ଫି ଉଠାଇଲେ ଦୁଇ ଅଧିକାରୀ, ଫଟୋ ଭାଇରାଲ୍‌