ଗୁଣପୁରରେ ଓଲଟା ଉଡ଼ିଲା ତ୍ରିରଙ୍ଗା

ଗୁଣପୁର: ରାୟଗଡ଼ା ଜିଲ୍ଲା ଗୁଣପୁର ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସରେ ଜାତୀୟ ପତାକା ଓଲଟା ଉଡୁଥିବା ଦେଖିବାକୁ ମିଳିଥିଲା। ପରେ ଏହାକୁ ଅବତରଣ କରାଯାଇ ଠିକ୍‌ କରାଯାଇଥିଲା। ଆଜି ସ୍ଥାନୀୟ ମିନି ଷ୍ଟାଡିୟମ୍‌ରେ ସ୍ୱାଧୀନତା ଦିବସ ପାଳନ କରାଯାଇଥିଲା। ଉପଜିଲ୍ଲାପାଳ ବସନ୍ତ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ।

gunupur

Rakesh Mallick
  • Published: Monday, 15 August 2016
  • , Updated: 15 August 2016, 12:15 PM IST

ଗୁଣପୁର: ରାୟଗଡ଼ା ଜିଲ୍ଲା ଗୁଣପୁର ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସରେ ଜାତୀୟ ପତାକା ଓଲଟା ଉଡୁଥିବା ଦେଖିବାକୁ ମିଳିଥିଲା। ପରେ ଏହାକୁ ଅବତରଣ କରାଯାଇ ଠିକ୍‌ କରାଯାଇଥିଲା।

ଆଜି ସ୍ଥାନୀୟ ମିନି ଷ୍ଟାଡିୟମ୍‌ରେ ସ୍ୱାଧୀନତା ଦିବସ ପାଳନ କରାଯାଇଥିଲା। ଉପଜିଲ୍ଲାପାଳ ବସନ୍ତ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ।

Related story