ରାୟଗଡା: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ବିଭିନ୍ନ କାର୍ଯ୍ୟ ସମୀକ୍ଷା

ରାୟଗଡା: ଦିନିକିଆ ରାୟଗଡ଼ା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ । ନଗର ଭବନରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲା ବିଜେପି ପକ୍ଷରୁ ସମ୍ୱର୍ଦ୍ଧନା ଦିଆଯାଇଥିଲା । ପରେ ସେ ଏକ କର୍ମୀ ସମ୍ମିଳନୀରେ ଯୋଗ ଦେଇଥିଲେ । ଏହାବାଦ ସେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କେନ୍ଦ୍ର ସରକାରଙ୍କ ଅନୁଦାନ ପ୍ରାପ୍ତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ଏଥିରେ ଜିଲ୍ଲାର ସମସ୍ତ […]

jual-oram

jual-oram

Rakesh Mallick
  • Published: Saturday, 20 June 2015
  • Updated: 20 June 2015, 09:18 AM IST

Sports

Latest News

ରାୟଗଡା: ଦିନିକିଆ ରାୟଗଡ଼ା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ । ନଗର ଭବନରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲା ବିଜେପି ପକ୍ଷରୁ ସମ୍ୱର୍ଦ୍ଧନା ଦିଆଯାଇଥିଲା । ପରେ ସେ ଏକ କର୍ମୀ ସମ୍ମିଳନୀରେ ଯୋଗ ଦେଇଥିଲେ । ଏହାବାଦ ସେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କେନ୍ଦ୍ର ସରକାରଙ୍କ ଅନୁଦାନ ପ୍ରାପ୍ତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ଏଥିରେ ଜିଲ୍ଲାର ସମସ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।  ପରେ ରାୟଗଡା ଜିଲ୍ଲା ମୁଖ୍ୟ ଡାକ୍ତରଖାନା ପରିଦର୍ଶନ କରି ସେଠାରେ ଥିବା ରୋଗୀମାନଙ୍କୁ ଭେଟିବା ସହ ଡାକ୍ତରଖାନାର ସମସ୍ୟା ସମ୍ପର୍କରେ କର୍ତ୍ତପକ୍ଷଙ୍କ ସହ ଆଲୋଚନା କରିଥିଲେ । ରବିବାର ଜୁଏଲ କୋରାପୁଟ ଜିଲ୍ଲା ଗସ୍ତ କରିବେ । ଏହି ସମୟରେ କାଶିପୁର ବ୍ଲକ୍ ଅନ୍ତର୍ଗତ ଟିକିରିଠାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ପରେ ଲକ୍ଷ୍ମୀପୁର ବ୍ଲକ୍ ଗସ୍ତରେ ଯାଇ ସାଧାରଣ ଜନତା ଓ ଦଳୀୟ କର୍ମୀଙ୍କ ସହ ଆଲୋଚନା କରିବେ । ଅପରାହ୍ନରେ କୋରାପୁଟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାରେ ହୋଇଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି । ଜୟପୁର ଠାରେ ଆୟୋଜିତ ୨୧ ତମ ଆନ୍ତର୍ଜାତିକ ଯୋଗ ଦିବସରେ ଉପସ୍ଥିତ ରହିବା ସହ ବିଭିନ୍ନ ସଙ୍ଗଠନ ପକ୍ଷରୁ ନାଗରିକ ସମ୍ୱର୍ଦ୍ଧନା ଉତ୍ସବରେ ଯୋଗଦେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story