ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତା’ର ଲାଗି ଜଣଙ୍କ ମୃତ୍ୟୁ

କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ପଲ୍ଲୀଗାଁରେ ଆଜି ଜଣେ ବ୍ୟକ୍ତି ଜଙ୍ଗଲକୁ ଘାସ କାଟିବାକୁ ଯାଇଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ତାଙ୍କ ନାଁ ଏଣ୍ଡୁ ସାହୁ। ବାର୍‌ହା ଶିକାର ପାଇଁ ବିଦ୍ୟୁତ୍ ତା’ର ବିଛା ଯାଇଥିବା ବେଳେ ଏଣ୍ଡୁ ଏହାର ସଂସ୍ପର୍ଶରେ ଆସି ଯାଇଥିଲେ।

electric

electric

Rakesh Mallick
  • Published: Wednesday, 05 October 2016
  • Updated: 05 October 2016, 09:25 AM IST

Sports

Latest News

କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ପଲ୍ଲୀଗାଁରେ ଆଜି ଜଣେ ବ୍ୟକ୍ତି ଜଙ୍ଗଲକୁ ଘାସ କାଟିବାକୁ ଯାଇଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ତାଙ୍କ ନାଁ ଏଣ୍ଡୁ ସାହୁ।

ବାର୍‌ହା ଶିକାର ପାଇଁ ବିଦ୍ୟୁତ୍ ତା’ର ବିଛା ଯାଇଥିବା ବେଳେ ଏଣ୍ଡୁ ଏହାର ସଂସ୍ପର୍ଶରେ ଆସି ଯାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos