ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତା’ର ଲାଗି ଜଣଙ୍କ ମୃତ୍ୟୁ

କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ପଲ୍ଲୀଗାଁରେ ଆଜି ଜଣେ ବ୍ୟକ୍ତି ଜଙ୍ଗଲକୁ ଘାସ କାଟିବାକୁ ଯାଇଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ତାଙ୍କ ନାଁ ଏଣ୍ଡୁ ସାହୁ।

ବାର୍‌ହା ଶିକାର ପାଇଁ ବିଦ୍ୟୁତ୍ ତା’ର ବିଛା ଯାଇଥିବା ବେଳେ ଏଣ୍ଡୁ ଏହାର ସଂସ୍ପର୍ଶରେ ଆସି ଯାଇଥିଲେ।