ମାଛ ବିକାଳିଙ୍କ ଉପରେ ମାଡ଼ିଗଲା କଣ୍ଟେନର

ବୋଚ୍ଚା ପ୍ରକାଶଙ୍କ ମୃତ୍ୟୁ ତାଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଛି। 

Road Accident PhotoOR

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି

Tapaswini Nayak
  • Published: Tuesday, 18 April 2023
  • Updated: 18 April 2023, 07:52 AM IST

ମାଛ ବିକାଳିକଙ୍କ ଉପରକୁ ମାଡ଼ିଗଲା କଣ୍ଟେନର। ରାୟଗଡ଼ା ଜିଲ୍ଲା ପୂର୍ତ୍ତ ବିଭାଗ ଡାକବଙ୍ଗଳା ସାମ୍ନାରେ ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଖଳିଗୁଡ଼ା ଗାଁର ବୋଚ୍ଚା ପ୍ରକାଶ ରାଓ।

ବୋଚ୍ଚା ପ୍ରକାଶ ପ୍ରତିଦିନ ପୂର୍ତ୍ତ ବିଭାଗ ବଙ୍ଗଳା ସମ୍ମୁଖରେ ବିକ୍ର କରନ୍ତି। ଆଜି ସକାଳେ ମଧ୍ୟ ସେଠାରେ ମାଛ ବିକ୍ରି କରୁଥିଲେ। ଏକ କଣ୍ଟେନର ରାଉଲକେଲାରୁ ବିଶାଖାପାଟଣା ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ମାଛ ବିକାଳିକଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ବୋଚ୍ଚା ପ୍ରକାଶଙ୍କର ମୃତ୍ୟୁ ଘଟିଥିଲା।

Also Read

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାରଙ୍କୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ଓ ଘଟଣାର ତଦନ୍ତ କରୁଛି। 

କିଛି ଦିନ ତଳେ ବୋଚ୍ଚା ପ୍ରକାଶଙ୍କ ସ୍ତ୍ରୀ ସଡ଼କ ଦୁର୍ଘଟଣାରେ ଶିକାର ହୋଇଥିଲେ। ଏବେ ସେ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କର ଦୁଇ ଝିଅ ଅଛନ୍ତି। ବୋଚ୍ଚା ପ୍ରକାଶଙ୍କ ମୃତ୍ୟୁ ପରେ ତାଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story