ରମାଦେବୀ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଛାତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରମାଦେବୀ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଦେଲେ ଛାତ୍ରୀ। ଏହା ସହିତ ଶତାଧତ୍କ ଛାତ୍ରୀ ତାଲା ପକାଇ ଧାରଣାରେ ବସିଛନ୍ତି। ରମାଦେବୀ କଲେଜର ଅଟୋନୋମସ ବଜାୟ ଦାବିରେ ଛାତ୍ରୀମାନେ ଏହି ଆନ୍ଦୋଳନ କରୁଛନ୍ତି।  ବିଶ୍ୱବିଦ୍ୟାଳୟ ପରେ କଲେଜର ଅଟୋନୋମସ ମାନ୍ୟତାକୁ ପ୍ରତ୍ୟାହାରକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀ। ମୁଖ୍ୟ ଫାଟକରେ ତାଲା ପକାଇ ଛାତ୍ରୀମାନେ ଧାରଣାରେ ବସିଛନ୍ତି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।