ରମାଦେବୀ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଛାତ୍ରୀ

Ordigital Desk
  • Published: Monday, 19 March 2018
  • , Updated: 19 March 2018, 01:50 PM IST
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରମାଦେବୀ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଦେଲେ ଛାତ୍ରୀ। ଏହା ସହିତ ଶତାଧତ୍କ ଛାତ୍ରୀ ତାଲା ପକାଇ ଧାରଣାରେ ବସିଛନ୍ତି। ରମାଦେବୀ କଲେଜର ଅଟୋନୋମସ ବଜାୟ ଦାବିରେ ଛାତ୍ରୀମାନେ ଏହି ଆନ୍ଦୋଳନ କରୁଛନ୍ତି। &nbsp;ବିଶ୍ୱବିଦ୍ୟାଳୟ ପରେ କଲେଜର ଅଟୋନୋମସ ମାନ୍ୟତାକୁ ପ୍ରତ୍ୟାହାରକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀ। ମୁଖ୍ୟ ଫାଟକରେ ତାଲା ପକାଇ ଛାତ୍ରୀମାନେ ଧାରଣାରେ ବସିଛନ୍ତି।</p>

Related story