୫୦ ହଜାର ଅତିକ୍ରମ କଲା କରୋନା ଆରୋଗ୍ୟ ସଂଖା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୯୨୭ ଜଣ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ଓଡ଼ିଶାରେ ୫୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 19 from Kendrapara 18 from Keonjhar 17 from Deogarh 13 from Jharsuguda 12 from Baragarh 8 from Boudh 6 from Sonepur 5 from Angul The total recovered […]

corona-in-jajpur

corona-in-jajpur

Manoranjan Sial
  • Published: Friday, 21 August 2020
  • Updated: 21 August 2020, 08:56 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୯୨୭ ଜଣ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ଓଡ଼ିଶାରେ ୫୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1296824111876866048?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୬ ଜଣ ଅଛନ୍ତି। ସେହିପରି ଗଞ୍ଜାମରୁ ୧୯୦, ନୟାଗଡ଼ରୁ ୧୫୧, ରାୟଗଡ଼ାରୁ ୧୪୬, ସୁନ୍ଦରଗଡ଼ରୁ ୧୦୮, କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୫, ମୟୂରଭଞ୍ଜରୁ ୮୮, କୋରାପୁଟରୁ ୮୬, କଟକରୁ ୭୮, ପୁରୀରୁ ୭୭, ବଲାଙ୍ଗିରିରୁ ୭୫, ଯାଜପୁରରୁ ୭୪, ବାଲେଶ୍ୱରରୁ ୭୦, ମାଲକାନଗିରିରୁ ୪୩, ନବରଙ୍ଗପୁରରୁ ୪୦, ଗଜପତିରୁ ୩୪, ଜଗତସିଂହପୁରରୁ ୩୦, ଭଦ୍ରକରୁ ୨୮, ନୂଆପଡ଼ାରୁ ୨୭, କଳାହାଣ୍ଡିରୁ ୨୧, ସମ୍ୱଲପୁରରୁ ୨୧, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୧୮, ଦେବଗଡ଼ରୁ ୧୭, ଝାରସୁଗୁଡ଼ାରୁ ୧୩, ବରଗଡ଼ରୁ ୧୨, ବୌଦ୍ଧରୁ ୮, ସୋନପୁରରୁ ୬ ଓ ଅନୁଗୋଳରୁ ୫ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୫୦୫୦୩ ଜଣ ଆରୋଗ୍ୟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos