ରେକର୍ଡ଼ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ; ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରେକର୍ଡ ସଂଖ୍ୟକ ୪୩୮୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୬୫୪୩୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। Happy to share that in the fight against Covid, Odisha has recorded the highest single day recovery with the discharge of 4388 Covid patients today. […]

coronavirus

coronavirus

Manoranjan Sial
  • Published: Friday, 25 September 2020
  • Updated: 25 September 2020, 07:04 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରେକର୍ଡ ସଂଖ୍ୟକ ୪୩୮୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୬୫୪୩୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1309479667053682691?s=20

ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୪୪ ଜଣ ଅଛନ୍ତି। ସେହିପରି କଟକରୁ ୪୯୬, ପୁରୀରୁ ୧୮୩, ନୂଆପଡ଼ାରୁ ୧୭୯, ବରଗଡ଼ରୁ ୧୭୪, ଝାରସୁଗୁଡ଼ାରୁ ୧୬୭, ଯାଜପୁରରୁ ୧୫୯, ଅନୁଗୋଳରୁ ୧୪୪, ବାଲେଶ୍ୱରରୁ ୧୪୨, ରାୟଗଡ଼ାରୁ ୧୩୮, ସୁନ୍ଦରଗଡ଼ରୁ ୧୨୮, କନ୍ଧମାଳରୁ ୧୨୬, ଜଗତସିଂହପୁରରୁ ୧୧୫, ନବରଙ୍ଗପୁରରୁ ୧୧୫, ସମ୍ୱଲପୁରରୁ ୧୧୪, ମୟୂରଭଞ୍ଜରୁ ୧୦୯, ବୌଦ୍ଧରୁ ୧୦୧, କେନ୍ଦ୍ରାପଡ଼ାରୁ ୧୦୦, ଭଦ୍ରକରୁ ୮୯, କୋରାପୁଟରୁ ୮୮, କେନ୍ଦୁଝରରୁ ୭୩, ଢେଙ୍କାନାଳରୁ ୫୭, ସୋନପୁରରୁ ୫୬, ଗଞ୍ଜାମରୁ ୪୯, ବଲାଙ୍ଗିରରୁ ୪୭, ନୟାଗଡ଼ରୁ ୪୪, କଳାହାଣ୍ଡିରୁ ୪୩, ମାଲକାନଗିରିରୁ ୪୦, ଗଜପତିରୁ ୩୨, ଦେବଗଡ଼ରୁ ୧୦ ଓ ଷ୍ଟେଟ୍‌ ପୁଲରୁ ୩୨୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story