ଏହି ସପ୍ତାହରେ ସିଲାବସ୍‌ ଉପରେ ହେବ ନିଷ୍ପତ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) : ଏଇ ସପ୍ତାହରେ ସିଲାବସ୍ ଉପରେ ନିଷ୍ପତ୍ତି ନିଆଯିବ ଓ ଛାତ୍ରଛାତ୍ରୀଙ୍କ ଦ୍ୱନ୍ଦ୍ୱ ଦୂର ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି। ସିଲାବସ୍ ସମ୍ପର୍କରେ ବିଭାଗୀୟ ସଚିବଙ୍କ ଦ୍ୱାରା ଯାଞ୍ଚ ଚାଲିଛି। ଏନେଇ ବିଶେଷଜ୍ଞ କମିଟି ରିପୋର୍ଟ ଦେଇଛନ୍ତି। ତେବେ କେତେ ପ୍ରତିଶତ ସିଲାବସ୍ କମିବ ଏ ଯାଏ ନିଷ୍ପତ୍ତି ହୋଇ ନ ଥିବା ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି। CBSE ସିଲାବସ୍ କାଟିବା ପରେ କିଛି ବିଷୟକୁ ନେଇ ଦ୍ୱନ୍ଦ୍ୱ […]

Samir-Das

Samir-Das

Puspanjali Panda
  • Published: Sunday, 23 August 2020
  • Updated: 23 August 2020, 04:31 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) : ଏଇ ସପ୍ତାହରେ ସିଲାବସ୍ ଉପରେ ନିଷ୍ପତ୍ତି ନିଆଯିବ ଓ ଛାତ୍ରଛାତ୍ରୀଙ୍କ ଦ୍ୱନ୍ଦ୍ୱ ଦୂର ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି।

ସିଲାବସ୍ ସମ୍ପର୍କରେ ବିଭାଗୀୟ ସଚିବଙ୍କ ଦ୍ୱାରା ଯାଞ୍ଚ ଚାଲିଛି। ଏନେଇ ବିଶେଷଜ୍ଞ କମିଟି ରିପୋର୍ଟ ଦେଇଛନ୍ତି। ତେବେ କେତେ ପ୍ରତିଶତ ସିଲାବସ୍ କମିବ ଏ ଯାଏ ନିଷ୍ପତ୍ତି ହୋଇ ନ ଥିବା ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।

CBSE ସିଲାବସ୍ କାଟିବା ପରେ କିଛି ବିଷୟକୁ ନେଇ ଦ୍ୱନ୍ଦ୍ୱ ଥିଲା। ତାହା ଯେପରି ନ ହେବ ତା’ଉପରେ ନଜର ରଖାଯାଇଛି। କେତେ ପ୍ରତିଶତ ସିଲାବସ୍ କମିବ, ସ୍କୁଲ ଖୋଲା ଉପରେ ନିର୍ଭର କରୁଛି ବୋଲି ମନ୍ତ୍ରୀ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story