Advertisment

ଏହି ସପ୍ତାହରେ ସିଲାବସ୍‌ ଉପରେ ହେବ ନିଷ୍ପତ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) : ଏଇ ସପ୍ତାହରେ ସିଲାବସ୍ ଉପରେ ନିଷ୍ପତ୍ତି ନିଆଯିବ ଓ ଛାତ୍ରଛାତ୍ରୀଙ୍କ ଦ୍ୱନ୍ଦ୍ୱ ଦୂର ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି। ସିଲାବସ୍ ସମ୍ପର୍କରେ ବିଭାଗୀୟ ସଚିବଙ୍କ ଦ୍ୱାରା ଯାଞ୍ଚ ଚାଲିଛି। ଏନେଇ ବିଶେଷଜ୍ଞ କମିଟି ରିପୋର୍ଟ ଦେଇଛନ୍ତି। ତେବେ କେତେ ପ୍ରତିଶତ ସିଲାବସ୍ କମିବ ଏ ଯାଏ ନିଷ୍ପତ୍ତି ହୋଇ ନ ଥିବା ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି। CBSE ସିଲାବସ୍ କାଟିବା ପରେ କିଛି ବିଷୟକୁ ନେଇ ଦ୍ୱନ୍ଦ୍ୱ […]

ଅଦ୍ୟତନ ହୋଇଛି
ଏହି ସପ୍ତାହରେ ସିଲାବସ୍‌ ଉପରେ ହେବ ନିଷ୍ପତ୍ତି

Samir-Das

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) : ଏଇ ସପ୍ତାହରେ ସିଲାବସ୍ ଉପରେ ନିଷ୍ପତ୍ତି ନିଆଯିବ ଓ ଛାତ୍ରଛାତ୍ରୀଙ୍କ ଦ୍ୱନ୍ଦ୍ୱ ଦୂର ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି।

Advertisment

ସିଲାବସ୍ ସମ୍ପର୍କରେ ବିଭାଗୀୟ ସଚିବଙ୍କ ଦ୍ୱାରା ଯାଞ୍ଚ ଚାଲିଛି। ଏନେଇ ବିଶେଷଜ୍ଞ କମିଟି ରିପୋର୍ଟ ଦେଇଛନ୍ତି। ତେବେ କେତେ ପ୍ରତିଶତ ସିଲାବସ୍ କମିବ ଏ ଯାଏ ନିଷ୍ପତ୍ତି ହୋଇ ନ ଥିବା ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।

CBSE ସିଲାବସ୍ କାଟିବା ପରେ କିଛି ବିଷୟକୁ ନେଇ ଦ୍ୱନ୍ଦ୍ୱ ଥିଲା। ତାହା ଯେପରି ନ ହେବ ତା’ଉପରେ ନଜର ରଖାଯାଇଛି। କେତେ ପ୍ରତିଶତ ସିଲାବସ୍ କମିବ, ସ୍କୁଲ ଖୋଲା ଉପରେ ନିର୍ଭର କରୁଛି ବୋଲି ମନ୍ତ୍ରୀ କହିଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe