୪୧,୯୩୩ ଭୋଟ୍‌ରେ ଜିତିଲେ ରୀତା ସାହୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ବିଜେପୁର ରେଜଲ୍ଟ ବାହାରିଛି। ବିଜେପୁରରେ ବାଜି ମାରିଛି ବିଜେଡି। ସ୍ୱର୍ଗତ ସୁବଳ ସାହୁଙ୍କ ପତ୍ନୀ ତଥା ବିଜେଡି ପ୍ରାର୍ଥୀ ରୀତା ସାହୁ ୧,୦୨,୮୭୧  ଖଣ୍ଡ ଭୋଟ୍ ପାଇ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୪୧,୯୩୩ ଭୋଟ୍‌ରେ ପରାସ୍ତ କରିଛନ୍ତି। ଅଶୋକ ପାଣିଗ୍ରାହୀ ୬୦,୯୩୮ ଖଣ୍ଡ ଭୋଟ୍ ପାଇଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ମାତ୍ର ୧୦,୨୭୪ […]

Reeta

Reeta

Rakesh Mallick
  • Published: Wednesday, 28 February 2018
  • Updated: 01 March 2018, 12:51 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ବିଜେପୁର ରେଜଲ୍ଟ ବାହାରିଛି। ବିଜେପୁରରେ ବାଜି ମାରିଛି ବିଜେଡି। ସ୍ୱର୍ଗତ ସୁବଳ ସାହୁଙ୍କ ପତ୍ନୀ ତଥା ବିଜେଡି ପ୍ରାର୍ଥୀ ରୀତା ସାହୁ ୧,୦୨,୮୭୧  ଖଣ୍ଡ ଭୋଟ୍ ପାଇ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୪୧,୯୩୩ ଭୋଟ୍‌ରେ ପରାସ୍ତ କରିଛନ୍ତି। ଅଶୋକ ପାଣିଗ୍ରାହୀ ୬୦,୯୩୮ ଖଣ୍ଡ ଭୋଟ୍ ପାଇଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ମାତ୍ର ୧୦,୨୭୪ ଭୋଟ୍ ପାଇଛନ୍ତି।

ଏହି ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେପୁରବାସୀଙ୍କୁ ଧନ୍ୟବାଦ ଦେବା ସହ କୃତଜ୍ଞତା ଜଣାଇଛନ୍ତି। ବିଜେଡିକୁ ଅକୁଣ୍ଠିତ ଆଶୀର୍ବାଦ ଦେଇଥିବା ଯୋଗୁଁ ସେ ବିଜେପୁରବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ଓଡ଼ିଶା ଗୋଟିଏ ଶାନ୍ତିପ୍ରିୟ ରାଜ୍ୟ। ଓଡ଼ିଶାବାସୀ କେବେ ହିଂସାକୁ ସମର୍ଥନ କରିବେ ନାହିଁ। ବିଜେପୁର ବିଜୟ ନେଇ ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story