ମାର୍ଚ୍ଚ ୩୧ରୁ ଝାରସୁଗୁଡ଼ାରୁ ନିୟମିତ ବିମାନ ଉଡ଼ାଣ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆସନ୍ତା ମାର୍ଚ୍ଚ ୩୧ ତାରିଖରୁ ଝାରସୁଗୁଡ଼ାରୁ ନିୟମିତ ଉଡ଼ାଣ କରିବ ବିମାନ। ଝାରସୁଗୁଡ଼ା ବିମାନ ବନ୍ଦର ନିର୍ଦ୍ଦେଶକ ଏସ୍.କେ. ଚୌହ୍ୱାନ ଏହି ସୂଚନା ଦେଇଛନ୍ତି। ଝାରସୁଗୁଡ଼ାରୁ ଦେଶର ୩ଟି ସ୍ଥାନକୁ ଉଡ଼ିବ ‘ସ୍ପାଇଶ୍ ଜେଟ୍’ ବିମାନ। ଦିଲ୍ଲୀ, କୋଲକାତା ଓ ହାଇଦ୍ରାବାଦକୁ ସ୍ପାଇଶ୍ ଜେଟ୍ ଉଡ଼ିବ ବୋଲି ସ୍ପାଇଶ୍ ଜେଟ୍ କର୍ତ୍ତୃପକ୍ଷଙ୍କ ବିମାନ ବନ୍ଦର ପରିଦର୍ଶନ ପରେ ସୂଚନା ଦେଇଛନ୍ତି।

tttttttt000

Tapaswini Nayak
  • Published: Saturday, 09 February 2019
  • , Updated: 09 February 2019, 02:20 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆସନ୍ତା ମାର୍ଚ୍ଚ ୩୧ ତାରିଖରୁ ଝାରସୁଗୁଡ଼ାରୁ ନିୟମିତ ଉଡ଼ାଣ କରିବ ବିମାନ। ଝାରସୁଗୁଡ଼ା ବିମାନ ବନ୍ଦର ନିର୍ଦ୍ଦେଶକ ଏସ୍.କେ. ଚୌହ୍ୱାନ ଏହି ସୂଚନା ଦେଇଛନ୍ତି।

ଝାରସୁଗୁଡ଼ାରୁ ଦେଶର ୩ଟି ସ୍ଥାନକୁ ଉଡ଼ିବ ‘ସ୍ପାଇଶ୍ ଜେଟ୍’ ବିମାନ। ଦିଲ୍ଲୀ, କୋଲକାତା ଓ ହାଇଦ୍ରାବାଦକୁ ସ୍ପାଇଶ୍ ଜେଟ୍ ଉଡ଼ିବ ବୋଲି ସ୍ପାଇଶ୍ ଜେଟ୍ କର୍ତ୍ତୃପକ୍ଷଙ୍କ ବିମାନ ବନ୍ଦର ପରିଦର୍ଶନ ପରେ ସୂଚନା ଦେଇଛନ୍ତି।

Related story