୩୦ରେ ଖୋଲିବ, ୩୧ରେ ବନ୍ଦ ହେବ ଧର୍ମାନୁଷ୍ଠାନ

କୋରାପୁଟ(ସୂର୍ଯ୍ୟ ପଣ୍ଡା): ୩୦ରୁ କୋରାପୁଟ ଜିଲ୍ଲାରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ। କିନ୍ତୁ ୩୧, ୧ ଓ ୨ ତାରିଖରେ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିବ। ୩ ତାରିଖରୁ ନିୟମିତ ଖୋଲିବ। ଏନେଇ ସୂଚନା ଦେଇଛନ୍ତି କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର। ଧର୍ମାନୁଷ୍ଠାନ ଖୋଲିବା ନେଇ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ଜନପ୍ରତିନିଧି ଓ ଧର୍ମାନୁଷ୍ଠାନ ପ୍ରତିନିଧିଙ୍କ ସହ ଆଲୋଚନା ହୋଇଥିଲେ। ଆଲୋଚନା ପରେ ଧର୍ମାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ହୋଇଛି। କିନ୍ତୁ ଭିଡକୁ ଦେଖି ନୂଆବର୍ଷର ପୂର୍ବ ଓ […]

koraput

koraput

Manoranjan Sial
  • Published: Monday, 28 December 2020
  • Updated: 28 December 2020, 07:12 PM IST

Sports

Latest News

କୋରାପୁଟ(ସୂର୍ଯ୍ୟ ପଣ୍ଡା): ୩୦ରୁ କୋରାପୁଟ ଜିଲ୍ଲାରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ। କିନ୍ତୁ ୩୧, ୧ ଓ ୨ ତାରିଖରେ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିବ। ୩ ତାରିଖରୁ ନିୟମିତ ଖୋଲିବ। ଏନେଇ ସୂଚନା ଦେଇଛନ୍ତି କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର।

ଧର୍ମାନୁଷ୍ଠାନ ଖୋଲିବା ନେଇ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ଜନପ୍ରତିନିଧି ଓ ଧର୍ମାନୁଷ୍ଠାନ ପ୍ରତିନିଧିଙ୍କ ସହ ଆଲୋଚନା ହୋଇଥିଲେ। ଆଲୋଚନା ପରେ ଧର୍ମାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ହୋଇଛି। କିନ୍ତୁ ଭିଡକୁ ଦେଖି ନୂଆବର୍ଷର ପୂର୍ବ ଓ ପର ଦିନ ଧର୍ମାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି।

ସୂଚନାରୁ ପ୍ରକାଶ, ମହାମାରୀ କରୋନା ପାଇଁ ସମଗ୍ର ଦେଶରେ ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିଥିଲା। କରୋନାର କୋପ ଧୀରେ ଧୀରେ କମିବା ପରେ ଧର୍ମାନୁଷ୍ଠାନ ଗୁଡ଼ିକ ଖୋଲା ଯାଉଛି। ପ୍ରଥମେ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ଭକ୍ତଙ୍କ ପାଇଁ ଖୋଲା ଯାଇଛି। କେବେଳ ପୁରୀ ସହରବାସୀ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ଆସନ୍ତା ୩ ତାରିଖରୁ ନିୟମିତ ମନ୍ଦିର ଖୋଲିବ। କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନି ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story