ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ରେମୁଣା ପରିବା ମାର୍କେଟକୁ ରେମୁଣା କଲେଜ ଆଗରେ ଥିବା କୃଷକ ବଜାରକୁ ସ୍ଥାନାନ୍ତର କରାଯାଇଛି । ପୂର୍ବ ସ୍ଥାନରେ ସାମାଜିକ ଦୂରତ୍ୱ ରକ୍ଷା ହେଉନଥିବାରୁ ଏହି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ ।
ରେମୁଣା ପରିବା ମାର୍କେଟକୁ ପ୍ରବଳ ଗହଳି ହେଉଥିଲା ତା ସାଙ୍ଗକୁ ଟ୍ରାଫିକ ଜାମ୍ ହେଉଥିବାରୁ ହଇରାଣ ହେଉଥିଲେ ସାଧାରଣ ଲୋକେ । ଏପରିକି ଲୋକେ କରୋନା ସମୟରେ ମଧ୍ୟ କଟକଣାକୁ ମାନିନଥିଲେ। ତେଣୁ ପ୍ରଶାସନ ବଜାରକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନେଇଥିଲା ।
ପ୍ରଶାସନର ଏପରି ନିଷ୍ପତ୍ତିକୁ କିଛି ବ୍ୟବସାୟୀ ଓ ସ୍ଥାନୀୟ ଲୋକେ ପ୍ରଥମେ ବିରୋଧ କରିଥିଲେ । ତେଣୁ ଶେଷରେ ଜିଲ୍ଲା ପ୍ରଶାସନ ପୁଲିସ୍ ଲଗାଇ ମାର୍କେଟକୁ ସ୍ଥାନାନ୍ତର କରିଛି। ଏହି ନିଷ୍ପତ୍ତିକୁ ଗ୍ରାହକ ଓ ବ୍ୟବସାୟୀ ସ୍ୱାଗତ କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।