ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ବିଧାନସଭା ଯିବେ ରେଙ୍ଗାଲି ବିଧାୟକ ନାଉରୀ ନାଏକ । ବିଧାନସଭା ଯିବା ପାଇଁ ଅନୁମତି ମିଳିଥିବା ସୂଚନା ଦେଇଛନ୍ତି ବିଧାୟକ ।
ଚଳିତ ମାସ ୧୯ ତାରିଖରେ ବିଧାନସଭାରେ ହୋଇଥିବା ଟେଷ୍ଟରେ ତାଙ୍କର ରିପୋର୍ଟ ପଜିଟିଭ ଆସିଥିଲା। ଏହାପରେ ସେ ଏକ ଘରୋଇ ଲ୍ୟାବରେ ଟେଷ୍ଟ କରିଥିଲେ । ସେଠାରେ ରିପୋର୍ଟ ନେଗେଟିଭ ଆସିଥିଲା । ଏ ନେଇ ଆକ୍ରୋଶ ରଖି ତାଙ୍କୁ ବିଧାନସଭାରେ ପ୍ରବେଶ କରାଇ ଦିଅଯାଉନଥିବା ସେ ଅଭିଯୋଗ କରିଥିଲେ । ଏହାପରେ ପୁଣି ୨୧ ତାରିଖରେ ବିଧାନସଭାରେ ହୋଇଥିବା ଟେଷ୍ଟରେ ସ୍ପଷ୍ଟତା ନଥିଲା। ଏହାପରେ ଆଉଥରେ ଟେଷ୍ଟ ହୋଇଥିବା ବେଳେ ରିପୋର୍ଟ ପଜିଟିଭ ଥିବା କୁହାଯାଇଥିଲା।
ଗତକାଲି ପୁଣିଥରେ ବିଧାନସଭା ପକ୍ଷରୁ ଟେଷ୍ଟ କରାଯାଇଥିଲା, ଯାହାର ରିପୋର୍ଟ ନେଗେଟିଭ ଆସିଛି। ଫଳରେ ଆଜିଠୁ ବିଧାନସଭା ଯିବେ ରେଙ୍ଗାଲି ବିଧାୟକ ନାଉରୀ ନାଏକ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।