୧୫ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଓଏଏସସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବରିଷ୍ଠ ଓଏଏସ୍ ଉମାକାନ୍ତ ସ୍ୱାଇଁଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେହିପରି ନଗର ଉନ୍ନୟନ ବିଭାଗର ଯୁଗ୍ମ ସଚିବ ଦୁର୍ଗା ପ୍ରସାଦ ମହାପାତ୍ରଙ୍କୁ ଢେଙ୍କାନାଳ ଅତିରିକ୍ତ ଜିଲ୍ଲାପାଳ, ଲୋପାମୁଦ୍ରା ମହାପାତ୍ରଙ୍କୁ ପଂଚାୟତରାଜି ବିଭାଗର ଯୁଗ୍ମ ସଚିବ, ଭବେଶ କୁମାର ନାୟକଙ୍କୁ ନଗର ଉନ୍ନୟନ ବିଭାଗର ଯୁଗ୍ମ […]

Sachivalaya

Sachivalaya

Manoranjan Sial
  • Published: Monday, 29 June 2020
  • Updated: 29 June 2020, 08:59 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଓଏଏସସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବରିଷ୍ଠ ଓଏଏସ୍ ଉମାକାନ୍ତ ସ୍ୱାଇଁଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି।

ସେହିପରି ନଗର ଉନ୍ନୟନ ବିଭାଗର ଯୁଗ୍ମ ସଚିବ ଦୁର୍ଗା ପ୍ରସାଦ ମହାପାତ୍ରଙ୍କୁ ଢେଙ୍କାନାଳ ଅତିରିକ୍ତ ଜିଲ୍ଲାପାଳ, ଲୋପାମୁଦ୍ରା ମହାପାତ୍ରଙ୍କୁ ପଂଚାୟତରାଜି ବିଭାଗର ଯୁଗ୍ମ ସଚିବ, ଭବେଶ କୁମାର ନାୟକଙ୍କୁ ନଗର ଉନ୍ନୟନ ବିଭାଗର ଯୁଗ୍ମ ସଚିବ, ନିରଞ୍ଜନ ଜେନାଙ୍କୁ ସମ୍ବଲପୁର ଆରଡିସି କାର୍ଯ୍ୟାଳୟରେ ଉପସଚିବ, ଜୀବନ ଚନ୍ଦ୍ର ମଲ୍ଲିକଙ୍କୁ ସମବାୟ ବିଭାଗର ଉପସଚିବ, ରୋଜିନା ଦାସଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ତହସିଲଦାର, ତଲତ୍ ଆରଫିନଙ୍କୁ ଓଡ଼ିଶା ଖଣି ନିଗମର ସ୍ପେଶାଲ ଅଫିସର ସହ ଓଡ଼ିଶା ଖଣି ଉତ୍ତୋଳନ ନିଗମର ସ୍ପେଶାଲ ଅଫିସର ଭାବେ ନିଯୁକ୍ତି ମିଳିଛି।

ସେହିପରି ରମେଶ ଚନ୍ଦ୍ର ଜେନାଙ୍କୁ ଆଠଗଡ଼ ଅତିରିକ୍ତ ସବ କଲେକ୍ଟର ଓ ମାୟାଧର ବେହେରାଙ୍କୁ ବାଙ୍କିରେ ଅତିରିକ୍ତ ସବକଲେକ୍ଟର ଭାବେ ନିଯୁକ୍ତି ମିଳିଛି। ଶ୍ରୀ ବେହେରାଙ୍କ ଉତ୍ତରାଂଚଳ ଆରଡିସି କାର୍ଯ୍ୟାଳୟରେ ଉପସଚିବ ଭାବେ ବଦଳିକୁ ବାତିଲ କରାଯାଇଛି। ସେହିପରି ଦେବୀପ୍ରସାଦ ମହାନ୍ତିଙ୍କୁ ଜଗତସିଂହପୁର ଉପଜିଲ୍ଲାପାଳ, ଜ୍ୟୋତିଶଙ୍କର ସାହୁଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଉପସଚିବ, ଦିଲ୍ଲୀପ କୁମାର ମହାରଣାଙ୍କୁ ଅନୁଗୁଳ ଡିଆରଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ, କସ୍ତୁରୀ ପ୍ରଧାନଙ୍କୁ ଓଡ଼ିଶା ଷ୍ଟାଫ ସିଲେକ୍ସନ୍ କମିଶନରେ ଉପସଚିବ ଏବଂ ଜ୍ୟୋତିଶଙ୍କର ରାୟଙ୍କୁ ଗଞ୍ଜାମ ଜିଲ୍ଲା ଡିଆରଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story