ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରିପୋର୍ଟ ଦାଖଲ କଲେ ତଦନ୍ତ କମିଶନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରିପୋର୍ଟ ଦାଖଲ କଲେ ତଦନ୍ତ କମିଶନ। ମାମଲାର ତଦନ୍ତ କରୁଥିବା ଜଷ୍ଟିସ ରଘୁବୀର ଦାସ କମିଶନ ଆଜି ତାଙ୍କ ପୂର୍ଣ୍ଣାଙ୍ଗ ରିପୋର୍ଟ ଗୃହ ବିଭାଗକୁ ପ୍ରଦାନ କରିଛନ୍ତି। ତଦନ୍ତ କମିଶନଙ୍କ ସଚିବ ଗୃହ ବିଭାଗ ଅନୁ ସଚିବଙ୍କୁ ମୋଟ ୩୨୪ ପୃଷ୍ଠା ସମ୍ବଳିତ ବିସ୍ତୃତ ରିପୋର୍ଟ ପ୍ରଦାନ କରିଛନ୍ତି। ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଚାବି ହଜିବା ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶିତ ହେବା ପରେ ଏହାର […]

Justice Raghubir Das, retired judge of Orissa High Court appointed chairman,Commission of Inquiry of MissingRatnaBhandarKeys incident

Manoranjan Sial
  • Published: Friday, 30 November 2018
  • Updated: 30 November 2018, 07:20 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରିପୋର୍ଟ ଦାଖଲ କଲେ ତଦନ୍ତ କମିଶନ। ମାମଲାର ତଦନ୍ତ କରୁଥିବା ଜଷ୍ଟିସ ରଘୁବୀର ଦାସ କମିଶନ ଆଜି ତାଙ୍କ ପୂର୍ଣ୍ଣାଙ୍ଗ ରିପୋର୍ଟ ଗୃହ ବିଭାଗକୁ ପ୍ରଦାନ କରିଛନ୍ତି। ତଦନ୍ତ କମିଶନଙ୍କ ସଚିବ ଗୃହ ବିଭାଗ ଅନୁ ସଚିବଙ୍କୁ ମୋଟ ୩୨୪ ପୃଷ୍ଠା ସମ୍ବଳିତ ବିସ୍ତୃତ ରିପୋର୍ଟ ପ୍ରଦାନ କରିଛନ୍ତି। ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଚାବି ହଜିବା ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶିତ ହେବା ପରେ ଏହାର ତଦନ୍ତ ପାଇଁ ସରକାର ଜଷ୍ଟିସ ରଘୁବୀର ଦାସଙ୍କୁ ତଦନ୍ତ କମିଶନ ଭାବେ ନିଯୁକ୍ତ କରିଥିଲେ। ତଦନ୍ତ ବେଳେ ଜଷ୍ଟିସ ରଘୁବୀର ଦାସ କମିଶନ ଏ ମାମଲାରେ ବିଭିନ୍ନ ଲୋକଙ୍କଠାରୁ ସତ୍ୟପାଠ ଗ୍ରହଣ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story