ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଟ୍ରେନ୍ ଯାତ୍ରୀଙ୍କ ପାଇଁ ଯାତ୍ରା କାର୍ଯ୍ୟସୂଚୀ ଓ ପୁନର୍ବାର ଟ୍ରେନ୍ ସେବା ଆରମ୍ଭ ନେଇ ଗତ ଦୁଇ ଦିନ ମଧ୍ୟରେ ଗଣମାଧ୍ୟମରେ କେତେକ ଖବର ପ୍ରକାଶ ପାଇଛି। ଏକ ନିର୍ଦ୍ଦିଷ୍ଟ ତାରିଖରୁ କେତେ ସଂଖ୍ୟକ ଟ୍ରେନ୍ ଚଳାଚଳ ଆରମ୍ଭ ହେବାକଥା ମଧ୍ୟ ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଗଣମାଧ୍ୟମରେ ପ୍ରକାଶ ପାଇଥିବା ଏଭଳି ଖବରକୁ ଖଣ୍ଡନ କରିଛନ୍ତି କେନ୍ଦ୍ର ସରକାର। ଏହାଛଡ଼ା ଟ୍ରେନ୍ ଚଳାଚଳ ନେଇ କୌଣସି ନିଷ୍ପତ୍ତି ନିଆଯାଇନଥିବା ସରକାର ସ୍ପଷ୍ଟ କରିଛନ୍ତି।
କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ଆଡ୍ଭାଇଜାରିରେ କୁହାଯାଇଛି, ଲକ୍ଡାଉନ୍ ପରବର୍ତ୍ତୀ କାଳରେ ରେଳଯାତ୍ରା ନେଇ ସବୁ ଯାତ୍ରୀ ଓ ଅନ୍ୟାନ୍ୟ ସମସ୍ତ ସଂଯୁକ୍ତ ପକ୍ଷଙ୍କ ହିତକୁ ଦୃଷ୍ଟିରେ ରଖି ରେଳବାଇ ଉପଯୁକ୍ତ ସମୟରେ ଠିକଣା ନିଷ୍ପତ୍ତି ଗ୍ରହଣ କରିବ। ଏ ସଂପର୍କରେ ଯେତେବେଳେ ନିଷ୍ପତ୍ତି ନିଆଯିବ ତାହା ସମସ୍ତଙ୍କୁ ଅବଗତ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।