ରାଜନୈତିକ ଦଳଙ୍କ କାର୍ଯ୍ୟାଳୟରେ ଉଡ଼ିଲା ତ୍ରିରଙ୍ଗା

<p>ଭୁବନେଶ୍ୱର: ଆଜି ୬୯ତମ ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ଭୁବନେଶ୍ୱର ବିଜେଡି କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ସମୟରେ ବିଜେଡି ସାଂସଦଙ୍କ ସହ ବିଧାୟକ, ମେୟର କର୍ପୋରେଟର ଏବଂ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।</p> <p>ସେହିପରି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।&nbsp;ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନ ଏଠାରେ ମୁଖ୍ୟଅତିଥିଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ବିଜେପିର ବହୁ ନେତା ଓ କର୍ମୀ ଯୋଗଦେଇଥିଲେ। କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।&nbsp;ପିସିସି ସଭାପତି ପ୍ରସାଦ ହରିଚନ୍ଦନ କଂଗ୍ରେସ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏଥିରେ କଂଗ୍ରେସର ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ।</p>

Ordigital Desk
  • Published: Friday, 26 January 2018
  • Updated: 26 January 2018, 02:15 PM IST
<p>ଭୁବନେଶ୍ୱର: ଆଜି ୬୯ତମ ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ଭୁବନେଶ୍ୱର ବିଜେଡି କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ସମୟରେ ବିଜେଡି ସାଂସଦଙ୍କ ସହ ବିଧାୟକ, ମେୟର କର୍ପୋରେଟର ଏବଂ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।</p><p>ସେହିପରି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।&nbsp;ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନ ଏଠାରେ ମୁଖ୍ୟଅତିଥିଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ବିଜେପିର ବହୁ ନେତା ଓ କର୍ମୀ ଯୋଗଦେଇଥିଲେ। କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।&nbsp;ପିସିସି ସଭାପତି ପ୍ରସାଦ ହରିଚନ୍ଦନ କଂଗ୍ରେସ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏଥିରେ କଂଗ୍ରେସର ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos