ବରିଷ୍ଠ ଓଏଏସ ସ୍ତରରେ ବଦଳି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ଦୁର୍ଗାପ୍ରସାଦ ମହାପାତ୍ରଙ୍କୁ ସ୍କୁଲ ଓ ଗଶଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ସେଠାରେ ଥିବା ପ୍ରତାପ କୁମାର ମିଶ୍ରଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ, ବିଭୂତିଭୂଷଣ ମିଶ୍ରଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର […]

secretariat

secretariat

Ordigital Desk
  • Published: Saturday, 16 July 2022
  • Updated: 16 July 2022, 07:25 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ଦୁର୍ଗାପ୍ରସାଦ ମହାପାତ୍ରଙ୍କୁ ସ୍କୁଲ ଓ ଗଶଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ସେଠାରେ ଥିବା ପ୍ରତାପ କୁମାର ମିଶ୍ରଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ, ବିଭୂତିଭୂଷଣ ମିଶ୍ରଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ ଓ ପ୍ରଦୀପ କୁମାର ନାୟକ-୨ଙ୍କୁ ବୋର୍ଡ ଅଫ୍ ରେଭନ୍ୟୁଙ୍କ ଭୁବନେଶ୍ୱରସ୍ଥିତ ଅତିରିକ୍ତ ରିଭିଜିନାଲ କୋର୍ଟରେ ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି ।

ବରିଷ୍ଠ ଓଏଏସ୍ ଧରଣୀଧର ନନ୍ଦଙ୍କୁ ପଂଚାୟତିରାଜ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେ ଏବେ ମହିଳା ଓ ଶିଶୁକଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଢେଙ୍କାନାଳ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କୁ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି ।

ଦିନକ ପୂର୍ବରୁ ୨ଜଣ ବରିଷ୍ଠ ଓଏଏସ୍ ଦେବାଶିଷ ସିଂ ଓ ସରୋଜ କୁମାର ସାହୁଙ୍କୁ ସଂସଦୀୟ ବ୍ୟାପାର ବିଭାଗରୁ ସାଧାରଣ ପ୍ରଶାସନ ବିଭାଗକୁ ଫେରାଇ ଦିଆଯାଇଥିଲା। ସେମାନଙ୍କୁ ମଧ୍ୟ ନୂଆ ନିଯୁକ୍ତି ମିଳିଛି । ଏହି ଦୁଇ ବରିଷ୍ଠ ଓଏଏସ୍ ଅଫିସର ପୂର୍ବରୁ ଯଥାକ୍ରମେ କୃଷି ମନ୍ତ୍ରୀ ଓ ରାଜସ୍ୱ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ କାର୍ଯ୍ୟ କରୁଥିଲେ । ଏବେ ଦେବାଶିଷ ସିଂଙ୍କୁ ହାଉସିଂ ନିର୍ଦ୍ଦେଶକ ତଥା ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବାବେଳେ ସରୋଜ କୁମାର ସାହୁଙ୍କୁ ବୋର୍ଡ ଅଫ ରେଭନ୍ୟୁରେ ଅତିରିକ୍ତ ସଚିବ ଭାବେ ଅବସ୍ଥାପିତ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story