ଶ୍ରୀମନ୍ଦିର ବରାଦ ଅବଢା ଉପରେ ଲାଗିଲା କଟକଣା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଅବଢା ଉପରେ କଟକଣା ଲାଗିଲା। ସୁଆର ମହାସୁଆର ନିଯୋଗ ପକ୍ଷରୁ ବରାଦି ମହାପ୍ରସାଦ ଉପରେ କଟକଣା। କେବଳ ପୁରୀ ସହର ଓ ସେବାୟତ ପରିବାରଙ୍କ ପାଇଁ ରନ୍ଧା ହେବ ଅବଢା। ଆନୁମାନିକ ହଜାରେ କି ଦେଢହଜାର ଲୋକଙ୍କ ପାଇଁ ରନ୍ଧା ହେବ ମହାପ୍ରସାଦ। ଏନେଇ ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କ ସୂଚନା। କରୋନା ସ୍ଥିତିକୁ ଦେଖିଲେ ପୁରୀ ଜିଲ୍ଲାରେ ଆଜି ସୁଦ୍ଧା ୪୪୨୩ ଜଣ […]

mahaprasad

mahaprasad

Manoranjan Sial
  • Published: Sunday, 06 September 2020
  • Updated: 06 September 2020, 05:59 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଅବଢା ଉପରେ କଟକଣା ଲାଗିଲା। ସୁଆର ମହାସୁଆର ନିଯୋଗ ପକ୍ଷରୁ ବରାଦି ମହାପ୍ରସାଦ ଉପରେ କଟକଣା। କେବଳ ପୁରୀ ସହର ଓ ସେବାୟତ ପରିବାରଙ୍କ ପାଇଁ ରନ୍ଧା ହେବ ଅବଢା। ଆନୁମାନିକ ହଜାରେ କି ଦେଢହଜାର ଲୋକଙ୍କ ପାଇଁ ରନ୍ଧା ହେବ ମହାପ୍ରସାଦ। ଏନେଇ ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କ ସୂଚନା।

କରୋନା ସ୍ଥିତିକୁ ଦେଖିଲେ ପୁରୀ ଜିଲ୍ଲାରେ ଆଜି ସୁଦ୍ଧା ୪୪୨୩ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୨୫୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୧୪୫ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ୩ ଜଣ କରୋନାରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story