ସଉଦା ପାଇଁ ବାଇକ୍ ଓ କାରରେ ଯିବା ମନା
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲକ୍ଡାଉନ୍ ପିରିୟଡ଼ରେ ହୋଲସେଲ ମାର୍କେଟକୁ ଯାଇପାରିବେନି ସାଧାରଣ ଲୋକେ। ସଉଦା ପାଇଁ ବଜାରକୁ ଗଲେ ବାଇକ୍ ଓ କାରକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଯଦି କେହି ବ୍ୟକ୍ତି ଗ୍ରୋସରି କିମ୍ବା ପରିବା କିଣିବାକୁ ଯାଆନ୍ତି, ସେମାନେ ଘର ପାଖ ବଜାରକୁ ଚାଲି କରି କିମ୍ବା ସାଇକେଲରେ ଯିବାକୁ ନିବେଦନ କରିଛନ୍ତି ସରକାର। କୋଭିଡ୍-୧୯ ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍ଚୀ ଆଜି ଏହି ସୂଚନା ଦେଇଛନ୍ତି। କଣ୍ଟେନମେଣ୍ଟ ଜୋନ୍ରେ ଘରୁ ବାହାରିବା […]
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲକ୍ଡାଉନ୍ ପିରିୟଡ଼ରେ ହୋଲସେଲ ମାର୍କେଟକୁ ଯାଇପାରିବେନି ସାଧାରଣ ଲୋକେ। ସଉଦା ପାଇଁ ବଜାରକୁ ଗଲେ ବାଇକ୍ ଓ କାରକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଯଦି କେହି ବ୍ୟକ୍ତି ଗ୍ରୋସରି କିମ୍ବା ପରିବା କିଣିବାକୁ ଯାଆନ୍ତି, ସେମାନେ ଘର ପାଖ ବଜାରକୁ ଚାଲି କରି କିମ୍ବା ସାଇକେଲରେ ଯିବାକୁ ନିବେଦନ କରିଛନ୍ତି ସରକାର। କୋଭିଡ୍-୧୯ ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍ଚୀ ଆଜି ଏହି ସୂଚନା ଦେଇଛନ୍ତି। କଣ୍ଟେନମେଣ୍ଟ ଜୋନ୍ରେ ଘରୁ ବାହାରିବା ସଂପୂର୍ଣ୍ଣ ମନା କରାଯାଇଛି।