ସାଧାରଣ ଲୋକଙ୍କୁ ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟ ମନା

ସୁବର୍ଣ୍ଣପୁର(ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କୁ ଯିବା ପାଇଁ ବାରଣ କରାଯାଇଛି। ଉଲୁଣ୍ଡା ବ୍ଲକରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ବ୍ଲକ୍‌ ପ୍ରଶାସନ ଏଭଳି ପଦକ୍ଷେପ ନେଇଛି। ଆଜି ଓ ଆସନ୍ତାକାଲି ଦୁଇ ଦିନ ଏହି ନିୟମ ବଳବତ୍ତର ରହିବ। ସୂଚନାଯୋଗ୍ୟ, ରାଜ୍ୟରେ ଦିନକୁ ଦିନକୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲାରୁ ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୫ ଜଣ […]

oooooooo

oooooooo

Tapaswini Nayak
  • Published: Thursday, 30 July 2020
  • Updated: 30 July 2020, 02:36 PM IST

Sports

Latest News

ସୁବର୍ଣ୍ଣପୁର(ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କୁ ଯିବା ପାଇଁ ବାରଣ କରାଯାଇଛି। ଉଲୁଣ୍ଡା ବ୍ଲକରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ବ୍ଲକ୍‌ ପ୍ରଶାସନ ଏଭଳି ପଦକ୍ଷେପ ନେଇଛି। ଆଜି ଓ ଆସନ୍ତାକାଲି ଦୁଇ ଦିନ ଏହି ନିୟମ ବଳବତ୍ତର ରହିବ।

ସୂଚନାଯୋଗ୍ୟ, ରାଜ୍ୟରେ ଦିନକୁ ଦିନକୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲାରୁ ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୫ ଜଣ ସୁସ୍ଥ ହୋଇଥିବା ବେଳେ ୩୧ ଜଣ ବିଭିନ୍ନ କୋଭିଡ ହସପିଟାଲରେ ଚିକତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story