+୨ ଇନଷ୍ଟାଣ୍ଟ ପରୀକ୍ଷା ଫଳ ପ୍ରକାଶିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ +୨ ଇନଷ୍ଟାଣ୍ଟ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏଥିରେ ମୋଟ ଛାତ୍ରଛାତ୍ରୀଙ୍କ ପାସ୍ ହାର ୭୪.୮୪% ରହିଛି। କଳାରେ ପାସ୍ ହାର ୮୨.୬୦% ଥିବାବେଳେ ବାଣିଜ୍ୟରେ ୮୭.୩୭% ଓ ବିଜ୍ଞାପନରେ ୬୭.୭୦% କୃତକାର୍ଯ୍ୟ ହୋଇଛନ୍ତି। ସେହିପରି ଧନ୍ଦାମୂଳକ ଶିକ୍ଷାରେ ୩୫.୭% ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ଜୁଲାଇ ୧୮ରୁ ୨୦ତାରିଖ ମଧ୍ୟରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷାରେ ଫେଲ୍ […]

exam-results000000000000

exam-results000000000000

Manoranjan Sial
  • Published: Monday, 05 August 2019
  • Updated: 05 August 2019, 09:27 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ +୨ ଇନଷ୍ଟାଣ୍ଟ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏଥିରେ ମୋଟ ଛାତ୍ରଛାତ୍ରୀଙ୍କ ପାସ୍ ହାର ୭୪.୮୪% ରହିଛି। କଳାରେ ପାସ୍ ହାର ୮୨.୬୦% ଥିବାବେଳେ ବାଣିଜ୍ୟରେ ୮୭.୩୭% ଓ ବିଜ୍ଞାପନରେ ୬୭.୭୦% କୃତକାର୍ଯ୍ୟ ହୋଇଛନ୍ତି। ସେହିପରି ଧନ୍ଦାମୂଳକ ଶିକ୍ଷାରେ ୩୫.୭% ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ଜୁଲାଇ ୧୮ରୁ ୨୦ତାରିଖ ମଧ୍ୟରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷାରେ ଫେଲ୍ ହୋଇଥିବା ପିଲାମାନେ ଏହି ଇନଷ୍ଟାଣ୍ଟ ପରୀକ୍ଷା ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos