+୨ ଇନଷ୍ଟାଣ୍ଟ ପରୀକ୍ଷା ଫଳ ପ୍ରକାଶିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ +୨ ଇନଷ୍ଟାଣ୍ଟ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏଥିରେ ମୋଟ ଛାତ୍ରଛାତ୍ରୀଙ୍କ ପାସ୍ ହାର ୭୪.୮୪% ରହିଛି। କଳାରେ ପାସ୍ ହାର ୮୨.୬୦% ଥିବାବେଳେ ବାଣିଜ୍ୟରେ ୮୭.୩୭% ଓ ବିଜ୍ଞାପନରେ ୬୭.୭୦% କୃତକାର୍ଯ୍ୟ ହୋଇଛନ୍ତି। ସେହିପରି ଧନ୍ଦାମୂଳକ ଶିକ୍ଷାରେ ୩୫.୭% ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ଜୁଲାଇ ୧୮ରୁ ୨୦ତାରିଖ ମଧ୍ୟରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷାରେ ଫେଲ୍ […]

exam-results000000000000

Manoranjan Sial
  • Published: Monday, 05 August 2019
  • , Updated: 05 August 2019, 09:27 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ +୨ ଇନଷ୍ଟାଣ୍ଟ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏଥିରେ ମୋଟ ଛାତ୍ରଛାତ୍ରୀଙ୍କ ପାସ୍ ହାର ୭୪.୮୪% ରହିଛି। କଳାରେ ପାସ୍ ହାର ୮୨.୬୦% ଥିବାବେଳେ ବାଣିଜ୍ୟରେ ୮୭.୩୭% ଓ ବିଜ୍ଞାପନରେ ୬୭.୭୦% କୃତକାର୍ଯ୍ୟ ହୋଇଛନ୍ତି। ସେହିପରି ଧନ୍ଦାମୂଳକ ଶିକ୍ଷାରେ ୩୫.୭% ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ଜୁଲାଇ ୧୮ରୁ ୨୦ତାରିଖ ମଧ୍ୟରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷାରେ ଫେଲ୍ ହୋଇଥିବା ପିଲାମାନେ ଏହି ଇନଷ୍ଟାଣ୍ଟ ପରୀକ୍ଷା ଦେଇଥିଲେ।

Related story