ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଫେବୃଆରୀରୁ ଭୁବନେଶ୍ୱର ବିମାନବନ୍ଦର ରନ୍ୱେର ରିସର୍ଫେସିଂ କାମ ଆରମ୍ଭ ହେବ। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦର ନିର୍ଦ୍ଦେଶକ ଭିଭି ରାଓ ଏନେଇ ସୂଚନା ଦେଇଛନ୍ତି।
ରିସର୍ଫେସିଂ ବେଳେ ୮ରୁ ୧୦ ମାସ ବିମାନ ସେବା ପ୍ରଭାବିତ ହେବ। ପ୍ରଥମ ପର୍ଯ୍ୟାୟରେ ଏହି କାମ ରାତିରେ କରାଯିବ। ତେଣୁ ରାତି ୧୨ରୁ ସକାଳ ୬ଟା ପର୍ଯ୍ୟନ୍ତ ଉଡ଼ାଣ ବନ୍ଦ ରହିବ।
ପରବର୍ତ୍ତୀ ପର୍ଯ୍ୟାୟରେ ଦିନରେ କାର୍ଯ୍ୟ କରାଯିବ। ତେଣୁ ସକାଳ ୧୦ଟାରୁ ସନ୍ଧ୍ୟା ୬ଟା ଉଡ଼ାଣ ବନ୍ଦ ରହିବ। ଏନେଇ ବିଭିନ୍ନ କମ୍ପାନୀ ସହ ଆଲୋଚନା କରାଯାଇ ବିମାନ ଚଳାଚଳ ସମୟରେ ପରିବର୍ତ୍ତନ କରାଯିବ ବୋଲି ନିର୍ଦ୍ଦେଶକ ଭିଭି ରାଓ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।
Miscellaneous
୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି
୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ୯ ତାରିଖ ଜନତା ମଇଦାନରେ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ।