ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉନ୍ନୟନ କମିଶନର ଭାବେ ଗତମାସରେ ସରକାରୀ ଚାକିରିରୁ ଅବସର ନେଇଥିବା ଆଇଏଏସ ଆର ବାଲକ୍ରିଷ୍ଣନଙ୍କୁ ରାଜ୍ୟ ସରକାର ନିଜର ପରାମର୍ଶଦାତା ଭାବେ ନିଯୁକ୍ତି ଦେଇଛନ୍ତି। ସେ ରାଜ୍ୟ ସରକାରଙ୍କ ସ୍ପେଶାଲ ଇନିସିଏଟିଭର ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରିବେ ଓ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କରିବେ।
ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଶ୍ରୀ ବାଲକ୍ରିଷ୍ଣନ ରାଜ୍ୟ ସରକାରଙ୍କ ମୁଖ୍ୟ ସଚିବ ପାହ୍ୟାର ଅଫିସର ଭାବେ କାର୍ଯ୍ୟ କରିବେ। ସେ ଅବୈତିନିକ କାର୍ଯ୍ୟ କଲେ ମଧ୍ୟ ତାଙ୍କୁ ଅଫିସ୍, ସହାୟକ କର୍ମଚାରୀ, ଗାଡ଼ି ଓ ସରକାରୀ କ୍ୱାର୍ଟର୍ସ ଯୋଗାଇ ଦିଆଯିବ।
ସେ ମୁଖ୍ୟତଃ ସ୍ପେଶାଲ ଡେଭଲପମେଣ୍ଟ କାଉନସିଲ, ଓଡ଼ିଆ ବିଶ୍ୱବିଦ୍ୟାଳୟ ଓ ଓଡ଼ିଆ ଭର୍ଚୁଆଲ ଏକାଡେମୀ, ଐତିହ୍ୟ କ୍ୟାବିନେଟ, ଟ୍ରାଇବାଲ ମ୍ୟୁଜିୟମ ଓ କ୍ରାଫ୍ଟ ମ୍ୟୁଜିୟମର କାର୍ଯ୍ୟଧାରାକୁ ତଦାରଖ କରିବେ। ପରବର୍ତ୍ତୀ ସମୟରେ ତାଙ୍କୁ ଅନ୍ୟାନ୍ୟ ସ୍ପେଶାଲ ଇନିସିଏଟିଭି କାର୍ଯ୍ୟ ମଧ୍ୟ ଆବଣ୍ଟିତ କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।