ଆର୍.ବାଲକ୍ରିଷ୍ଣନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ନିଯୁକ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉନ୍ନୟନ କମିଶନର ଭାବେ ଗତମାସରେ ସରକାରୀ ଚାକିରିରୁ ଅବସର ନେଇଥିବା ଆଇଏଏସ ଆର ବାଲକ୍ରିଷ୍ଣନଙ୍କୁ ରାଜ୍ୟ ସରକାର ନିଜର ପରାମର୍ଶଦାତା ଭାବେ ନିଯୁକ୍ତି ଦେଇଛନ୍ତି। ସେ ରାଜ୍ୟ ସରକାରଙ୍କ ସ୍ପେଶାଲ ଇନିସିଏଟିଭର ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରିବେ ଓ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କରିବେ। ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଶ୍ରୀ ବାଲକ୍ରିଷ୍ଣନ ରାଜ୍ୟ ସରକାରଙ୍କ ମୁଖ୍ୟ ସଚିବ ପାହ୍ୟାର ଅଫିସର ଭାବେ କାର୍ଯ୍ୟ କରିବେ। ସେ […]

secratri

secratri

Manoranjan Sial
  • Published: Thursday, 27 December 2018
  • Updated: 27 December 2018, 08:42 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉନ୍ନୟନ କମିଶନର ଭାବେ ଗତମାସରେ ସରକାରୀ ଚାକିରିରୁ ଅବସର ନେଇଥିବା ଆଇଏଏସ ଆର ବାଲକ୍ରିଷ୍ଣନଙ୍କୁ ରାଜ୍ୟ ସରକାର ନିଜର ପରାମର୍ଶଦାତା ଭାବେ ନିଯୁକ୍ତି ଦେଇଛନ୍ତି। ସେ ରାଜ୍ୟ ସରକାରଙ୍କ ସ୍ପେଶାଲ ଇନିସିଏଟିଭର ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରିବେ ଓ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କରିବେ।

ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଶ୍ରୀ ବାଲକ୍ରିଷ୍ଣନ ରାଜ୍ୟ ସରକାରଙ୍କ ମୁଖ୍ୟ ସଚିବ ପାହ୍ୟାର ଅଫିସର ଭାବେ କାର୍ଯ୍ୟ କରିବେ। ସେ ଅବୈତିନିକ କାର୍ଯ୍ୟ କଲେ ମଧ୍ୟ ତାଙ୍କୁ ଅଫିସ୍, ସହାୟକ କର୍ମଚାରୀ, ଗାଡ଼ି ଓ ସରକାରୀ କ୍ୱାର୍ଟର୍ସ ଯୋଗାଇ ଦିଆଯିବ।

ସେ ମୁଖ୍ୟତଃ ସ୍ପେଶାଲ ଡେଭଲପମେଣ୍ଟ କାଉନସିଲ, ଓଡ଼ିଆ ବିଶ୍ୱବିଦ୍ୟାଳୟ ଓ ଓଡ଼ିଆ ଭର୍ଚୁଆଲ ଏକାଡେମୀ, ଐତିହ୍ୟ କ୍ୟାବିନେଟ, ଟ୍ରାଇବାଲ ମ୍ୟୁଜିୟମ ଓ କ୍ରାଫ୍ଟ ମ୍ୟୁଜିୟମର କାର୍ଯ୍ୟଧାରାକୁ ତଦାରଖ କରିବେ। ପରବର୍ତ୍ତୀ ସମୟରେ ତାଙ୍କୁ ଅନ୍ୟାନ୍ୟ ସ୍ପେଶାଲ ଇନିସିଏଟିଭି କାର୍ଯ୍ୟ ମଧ୍ୟ ଆବଣ୍ଟିତ କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story