ଜମିଜମା ମାମଲାର ଶୀଘ୍ର ଫଇସଲା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜିଲ୍ଲା ସ୍ତରରେ ଜାରି ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସମୀକ୍ଷା ପାଇଁ ଆଜି ସଚିବାଳୟରେ ଅତିରିକ୍ତ ଜିଲ୍ଲାପାଳମାନଙ୍କ ବୈଠକ ହୋଇଥିଲା। ଏଥିରେ ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ବୈଠକରେ ବିଭିନ୍ନ ଉନ୍ନୟନମୂଳକ କାମକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦିଆଯାଇଛି। ଜମିଜମା ସଂକ୍ରାନ୍ତୀୟ ମାମଲାର ଶୀଘ୍ର ଫଇସଲା&nbsp; ସହ ସରକାରୀ ଯୋଜନାକୁ ତୁରନ୍ତ ଲୋକଙ୍କ ପାଖରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଜିଲ୍ଲାପାଳମାନଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଚାଷକୁ ନେଇ ଦେଖାଦେଇଥିବା ସମସ୍ୟା ଓ ଚାଷୀଙ୍କ ସମସ୍ୟାର ସମାଧାନ କରିବା ପାଇଁ ବୈଠକରେ ଆଲୋଚନା ହୋଇଥିଲା।</p>

Ordigital Desk
  • Published: Friday, 17 November 2017
  • Updated: 17 November 2017, 05:26 PM IST

Sports

Latest News

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜିଲ୍ଲା ସ୍ତରରେ ଜାରି ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସମୀକ୍ଷା ପାଇଁ ଆଜି ସଚିବାଳୟରେ ଅତିରିକ୍ତ ଜିଲ୍ଲାପାଳମାନଙ୍କ ବୈଠକ ହୋଇଥିଲା। ଏଥିରେ ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ବୈଠକରେ ବିଭିନ୍ନ ଉନ୍ନୟନମୂଳକ କାମକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦିଆଯାଇଛି। ଜମିଜମା ସଂକ୍ରାନ୍ତୀୟ ମାମଲାର ଶୀଘ୍ର ଫଇସଲା&nbsp; ସହ ସରକାରୀ ଯୋଜନାକୁ ତୁରନ୍ତ ଲୋକଙ୍କ ପାଖରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଜିଲ୍ଲାପାଳମାନଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଚାଷକୁ ନେଇ ଦେଖାଦେଇଥିବା ସମସ୍ୟା ଓ ଚାଷୀଙ୍କ ସମସ୍ୟାର ସମାଧାନ କରିବା ପାଇଁ ବୈଠକରେ ଆଲୋଚନା ହୋଇଥିଲା।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos