ରିଷି ମୃତ୍ୟୁ ମାମଲା: ରିପୋର୍ଟ ଦାଖଲ କଲା ପୋଲିସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଇଂଜିନିୟରିଂ ଛାତ୍ର ରିଷି ମୃତ୍ୟୁ ମାମଲାରେ ରାଜ୍ୟ ମାନବାଧିକାର କମିଶନଙ୍କ ପାଖରେ ପୋଲିସ ରିପୋର୍ଟ ଦାଖଲ କରିଛି। କୋଲକତା ଫରେନ୍‌ସିକ ଲାବ୍ରୋଟରୀକୁ ଯାଞ୍ଚ ପାଇଁ ପଠାଯାଇଥିବା ରିଷିର ମୋବାଇଲ କୌଣସି ସୁରାଗ ମିଳି ନଥିବା ପୋଲିସ ରିପୋର୍ଟରେ ଦର୍ଶାଇଛି। ରିଷି ମୃତ୍ୟୁ ମଦ୍ୟପାନ ସହ ନିଶାଦ୍ରବ ସେବନ ଯୋଗୁଁ  ହୋଇଥିବା ପୋଲିସ ରିପୋର୍ଟରେ ଉଲ୍ଲେଖ କରିଛି। ପୂର୍ବରୁ ରାଜ୍ୟ ମାନବାଧିକାର କମିଶନଙ୍କ ପାଖରେ ରିଷି ମୃତ୍ୟୁ ନେଇ ପିଟିସନ ଦାଖଲ ହୋଇଥିଲା। ଯେଉଁଥିରେ ରାଜ୍ୟ […]

rushi

rushi

Rakesh Mallick
  • Published: Thursday, 22 March 2018
  • Updated: 22 March 2018, 01:05 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଇଂଜିନିୟରିଂ ଛାତ୍ର ରିଷି ମୃତ୍ୟୁ ମାମଲାରେ ରାଜ୍ୟ ମାନବାଧିକାର କମିଶନଙ୍କ ପାଖରେ ପୋଲିସ ରିପୋର୍ଟ ଦାଖଲ କରିଛି। କୋଲକତା ଫରେନ୍‌ସିକ ଲାବ୍ରୋଟରୀକୁ ଯାଞ୍ଚ ପାଇଁ ପଠାଯାଇଥିବା ରିଷିର ମୋବାଇଲ କୌଣସି ସୁରାଗ ମିଳି ନଥିବା ପୋଲିସ ରିପୋର୍ଟରେ ଦର୍ଶାଇଛି। ରିଷି ମୃତ୍ୟୁ ମଦ୍ୟପାନ ସହ ନିଶାଦ୍ରବ ସେବନ ଯୋଗୁଁ  ହୋଇଥିବା ପୋଲିସ ରିପୋର୍ଟରେ ଉଲ୍ଲେଖ କରିଛି।

ପୂର୍ବରୁ ରାଜ୍ୟ ମାନବାଧିକାର କମିଶନଙ୍କ ପାଖରେ ରିଷି ମୃତ୍ୟୁ ନେଇ ପିଟିସନ ଦାଖଲ ହୋଇଥିଲା। ଯେଉଁଥିରେ ରାଜ୍ୟ ମାନବାଧିକାର କମିଶନ ପୋଲିସକୁ ରିପୋର୍ଟ ମାଗିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos