ରାଉରକେଲା (ପବନ ତିୱାରୀ): କରୋନାକୁ ନେଇ ସୋଶାଲ୍ ମିଡିଆରେ ଅପପ୍ରଚାର କରୁଥିବା ଅଭିଯୋଗରେ ଛଅ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ରାଉରକେଲା ଏସପି କେ.ଶିବା ସୁବ୍ରମଣି ଆଜି ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ଜିଲ୍ଲାରେ କରୋନାକୁ ନେଇ ସୋଶାଲ୍ ମିଡିଆରେ ଅପପ୍ରଚାର କରିବା ଅଭିଯୋଗରେ ପାଇଁ ପାଞ୍ଚଟି ମାମଲା ରୁଜୁ ହୋଇଥିଲା। ସେହି ପାଞ୍ଚଟି ମାମଲାରେ ଛଅ ଜଣଙ୍କୁ ଗିରଫ୍ କରି କୋର୍ଟ ଚାଲାଣ କରାଯାଇଛି ।
ସେ ଆହୁରି କହିଛନ୍ତି ଯେ, ଯେଉଁମାନେ କରୋନାକୁ ଅପପ୍ରଚାର କରୁଛନ୍ତି, ସେମାନଙ୍କ ବିରୋଧରେ ପୁଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଯେଉଁମାନେ ଆଗକୁ କରୋନା ନେଇ ଅପପ୍ରଚାର କରିବେ ସେମାନଙ୍କ ଉପରେ ମଧ୍ୟ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।