ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା;୨ ମୃତ,୨ଗୁରୁତର

Ordigital Desk
  • Published: Saturday, 24 March 2018
  • , Updated: 24 March 2018, 12:03 PM IST
<p>ରାୟଗଡ଼ା(ଓଡ଼ିଶା ରିପୋର୍ଟର): ରାୟଗଡ଼ା ଜିଲ୍ଲା ପିତାମହଲ ଛକ ନିକଟରେ ଟ୍ରକ୍ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଅଗ୍ନିଶମ ବିଭାଗ ପକ୍ଷରୁ ଆହତଙ୍କୁ ଉଦ୍ଧାର କରାଯାଇ ରାୟଗଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ପୋଲିସ୍&zwnj; ଘଟଣାର ତଦନ୍ତ କରୁଛି।</p>

Related story