ଗଛରେ ପିଟିହେଲା କାର୍‌;୨ମୃତ, ୫ ଆହତ

<p>ନୟାଗଡ଼ ( ଓଡ଼ିଶା ରିପୋର୍ଟର): ନୟାଗଡ଼ ଜିଲ୍ଲା ଦଶପଲ୍ଲାର ଜାନିସାହି ନିକଟରେ ଏକ କାର୍&zwnj; ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ମୃତାହତ ବୌଦ୍ଧ ଅଞ୍ଚଳର। ସ୍ଥାନୀୟ ଲୋକଙ୍କ ସହାୟତାରେ &zwnj;ଆହତଙ୍କୁ ପ୍ରଥମେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭର୍ତ୍ତି କରାଯାଇଥିଲା। ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।</p> <p>ବୌଦ୍ଧ ଜିଲ୍ଲା ଚରଚରା ଅଞ୍ଚଳର ୭ ଜଣ ଯୁବକ ଖୋର୍ଦ୍ଧାରେ ଏକ ବାହାଘର ଭୋଜିରେ ଯୋଗ ଦେଇ ଫେରୁଥିବା ବେଳେ ଜାନିସାହି ନିକଟରେ ଦୁର୍ଘଟଣା ଘଟିଥିଲା। ଅତ୍ୟଧିକ ମଦପାନ ଯୋଗୁଁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ପୋଲିସ୍&zwnj; ଘଟଣାର ତଦନ୍ତ କରୁଛି।</p>

Ordigital Desk
  • Published: Friday, 27 April 2018
  • Updated: 27 April 2018, 07:37 AM IST
<p>ନୟାଗଡ଼ ( ଓଡ଼ିଶା ରିପୋର୍ଟର): ନୟାଗଡ଼ ଜିଲ୍ଲା ଦଶପଲ୍ଲାର ଜାନିସାହି ନିକଟରେ ଏକ କାର୍&zwnj; ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ମୃତାହତ ବୌଦ୍ଧ ଅଞ୍ଚଳର। ସ୍ଥାନୀୟ ଲୋକଙ୍କ ସହାୟତାରେ &zwnj;ଆହତଙ୍କୁ ପ୍ରଥମେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭର୍ତ୍ତି କରାଯାଇଥିଲା। ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।</p><p>ବୌଦ୍ଧ ଜିଲ୍ଲା ଚରଚରା ଅଞ୍ଚଳର ୭ ଜଣ ଯୁବକ ଖୋର୍ଦ୍ଧାରେ ଏକ ବାହାଘର ଭୋଜିରେ ଯୋଗ ଦେଇ ଫେରୁଥିବା ବେଳେ ଜାନିସାହି ନିକଟରେ ଦୁର୍ଘଟଣା ଘଟିଥିଲା। ଅତ୍ୟଧିକ ମଦପାନ ଯୋଗୁଁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ପୋଲିସ୍&zwnj; ଘଟଣାର ତଦନ୍ତ କରୁଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos